ମୁମ୍ବାଇ,୨୬।୬: ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀଙ୍କ ମୁମ୍ବାଇ ଓ ନାଗପୁର ସ୍ଥିତ ବାସଭବନରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ତାଙ୍କ ଘରୁ କେତେକ ଜରୁରୀ କାଗଜପତ୍ର ଜବତ କରାଯାଇଥିଲା। ଏସମ୍ବନ୍ଧରେ ପଚରାଉଚରା ପାଇଁ ଅନୀଲ ଦେଶମୁଖଙ୍କୁ ଏକ ସମନ ଜାରି କରାଯାଇ ଶନିବାର ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଥିଲା। କିନ୍ତୁ ଅନୀଲଙ୍କ ସ୍ଥାନରେ ଶନିବାର ତାଙ୍କ ଓକିଲ ପହଞ୍ଚିଥିଲେ ଇଡି କାର୍ଯ୍ୟାଳୟରେ। ଏଥିସହ କାର୍ଯ୍ୟାଳୟରେ ହାଜର ହେବାକୁ ନେଇ ତାଙ୍କ ଓକିଲ ନୂଆ ତାରିଖ ଦାବି କରିଥିଲେ। ଏଥିସହ ଦେଶମୁଖଙ୍କ ପକ୍ଷରୁ ତାଙ୍କ ଓକିଲ ଇଡି ଅଧିକାରୀଙ୍କୁ ଏକ ଦାବିପତ୍ର ଦେଇଥିବା ଜଣାପଡ଼ିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.