E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ୟୁରୋ କପ୍‌ ଫୁଟ୍‌ବଲ: ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଡ୍ର
9:11 amJune 20, 2021

ଲଣ୍ଡନ, ୨୦।୬(ଏପି)- ୟୁରୋ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ପ୍ରିମିୟର ଲିଗ୍‌ର ଟପ୍‌ ସ୍କୋରର ହାରି କେନ୍‌ ଏଠାରେ ଇଂଲଣ୍ଡ ପକ୍ଷରୁ ପ୍ରଭାବୀ ପ୍ରଦର୍ଶନ କରିବାରେ ବିଫଳ ହୋଇଥିଲେ। ଏକଦା ନିଜ କ୍ଲବ ଟୋଟେନହାମ୍‌ ଏବଂ ଇଂଲଣ୍ଡର ମୁଖ୍ୟ ଖେଳାଳି ବିବେଚିତ ହେଉଥିବା କେନ୍‌ ଏହି ମ୍ୟାଚରେ କିନ୍ତୁ ଆକ୍ରମଣାତ୍ମକ ପ୍ରଦର୍ଶନ କରିପାରି ନ ଥିଲେ। ମାତ୍ର ଏହା ଏକ କଷ୍ଟସାଧ୍ୟ ଗେମ୍‌ ଥିଲା ବୋଲି ମ୍ୟାଚ ପରେ କେନ୍‌ ପ୍ରକାଶ କରିଥିଲେ। ୨ ମ୍ୟାଚରୁ ୪ ପଏଣ୍ଟ ସହିତ ଇଂଲଣ୍ଡ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି। ଚେକ୍‌ ରିପବ୍ଲିକ ସମାନ ସଂଖ୍ୟକ ପଏଣ୍ଟ ପାଇଥିଲେ ହେଁ ଗୋଲ ବ୍ୟବଧାନରେ ଟେବୁଲର ଶୀର୍ଷସ୍ଥାନ ଅଧିକାର କରିଛି। ପ୍ରଥମ ମ୍ୟାଚରେ କ୍ରୋଏସିଆକୁ ୧-୦ ଗୋଲରେ ହରାଇଥିବା ଇଂଲଣ୍ଡ ନିଜ ଶେଷ ଲିଗ୍‌ ମ୍ୟାଚରେ ଚେକ୍‌ ରିପବ୍ଲିକ ସହିତ ମୁକାବିଲା କରିବ। ଅନ୍ୟପକ୍ଷରେ ପ୍ରଥମ ମ୍ୟାଚରେ ଚେକ୍‌ ରିପବ୍ଲିକ୍‌ଠାରୁ ହାରିଥିବା ସ୍କଟ୍‌ଲାଣ୍ଡ ଏହାର ଶେଷ ଲିଗ୍‌ରେ କ୍ରୋଏସିଆ ସହିତ ଖେଳିବ।

ଚେକ୍‌ ରିପବ୍ଲିକ୍‌ ୧-କ୍ରୋଏସିଆ ୧
ୟୁରୋ କପ୍‌ର ଅନ୍ୟ ଏକ ଗ୍ରୁପ୍‌ ‘ଡି’ ମ୍ୟାଚରେ ଚେକ୍‌ ରିପବ୍ଲିକ ଏବଂ କ୍ରୋଏସିଆ ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ମ୍ୟାଚର ୩୭ତମ ମିନିଟରେ ଚେକ୍‌ ରିପବ୍ଲିକର ପ୍ୟାଟ୍ରିକ ଶ୍ଚିକ୍‌ ପେନାଲ୍ଟିରୁ ଏକ ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ଏହାର ୧୦ ମିନିଟ ପରେ ଅର୍ଥାତ୍‌ ୪୭ତମ ମିନିଟରେ କ୍ରୋଏସିଆର ଇଭାନ ପେରିସିକ୍‌ ଗୋଲଟି ପରିଶୋଧ କରି ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଘରୋଇ କ୍ରିକେଟରେ କେନ୍ଦ୍ରୀୟ ଚୁକ୍ତି ଲାଗୁ ନେଇ ଦାବି

ନୂଆଦିଲ୍ଲୀ,୩।୬(ପି.ଟି.): କୋଭିଡ୍‌-୧୯ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଘରୋଇ କ୍ରିକେଟରଙ୍କ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ଷତିପୂରଣ ଦେବାକୁ ପ୍ରୟାସ ଆରମ୍ଭ କରିଛି। ଯଦିଓ...

ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି

ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ...

ଲାଲରୁଥରାଙ୍କ ସହ ଚୁକ୍ତିକଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ୮ମ ସଂସ୍କରଣ ପୂର୍ବରୁ ୨୬ ବର୍ଷୀୟ ଭାରତୀୟ ଡିଫେଣ୍ଡର ଲାଲରୁଥରାଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫ୍‌ସି। ଭୁବନେଶ୍ୱରଭିତ୍ତିକ...

ଦଳୀୟ ଏକାଦଶ ପାଇଁ ଚିନ୍ତାରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ, ୧୦।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲର ୮ ଦିନ ପୂର୍ବରୁ ଅଭ୍ୟାସ ଆରମ୍ଭ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌...

୩୫୦ ବଲ୍‌ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ।...

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...

ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍‌ ଖେଳାଳି ଝାଙ୍ଗ୍‌ ଝିଝେନ୍‌

ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍‌ ଝିଝେନ୍‌ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ...

କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ

ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍‌ ହୋଇଛି। ହାପେନ୍‌ଡହ୍ବାଟ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ
Next Post Next post:
ଡେଥ୍‌ କମିଶନରୁ ରାଷ୍ଟ୍ରନେତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts