E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ୟୁରୋ କପ୍‌ରେ ଅଘଟଣ: ଖେଳାଳି ବେହୋସ୍‌
8:27 amJune 13, 2021

କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍‌ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍‌ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍‌ ବେହୋସ ହୋଇ ତଳେ ଯାଇଥିଲେ। ପ୍ରଥମାର୍ଦ୍ଧ ଖେଳର ଶେଷ ଭାଗରେ ସାଇଡ୍‌ଲାଇନ୍‌ ନିକଟରେ ଏହା ଘଟିଥିଲା। ସାଥୀ ଖେଳାଳିମାନେ ତୁରନ୍ତ ତାଙ୍କୁ ଘେରିଯାଇଥିଲେ। ମେଡିକାଲ କର୍ମଚାରୀମାନେ ତାଙ୍କର ଆଶୁ ଚିକିତ୍ସା ଆରମ୍ଭ କରିଦେଇଥିଲେ। ଡେନମାର୍କ ଖେଳାଳିମାନେ କାନ୍ଦୁଥିବାର ଦେଖାଯାଇଥିଲା। ଏହି ଘଟଣାପରେ ମ୍ୟାଚକୁ ତୁରନ୍ତ ସସ୍‌ପେଣ୍ଡ କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭୋ’ ଭୋ’ ହୋଇ କାନ୍ଦିଲେ ସୁଶୀଲ କୁମାର

ନୂଆଦିଲ୍ଲୀ,୪।୬: ଅଲିମ୍ପିଆନ ସୁଶୀଲ କୁମାର ଜେଲ୍‌ରେ ଅତ୍ୟନ୍ତ ଭାବପ୍ରବଣ ହୋଇଯାଇଛନ୍ତି। ଦୁଇ ଦିନ ହେବ ମାଣ୍ଡୋଲି ଜେଲକୁ ଆସିଥିବା ସୁଶୀଲଙ୍କୁ ଜେଲ ପ୍ରଶାସନ ତାଙ୍କ ପରିବାର...

ଶ୍ରୀନିବାସନଙ୍କ ଝିଅ ରୂପା ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୪ା୬ (ପି.ଟି.)-‘ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ’ ଅଭିଯୋଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ ସଭାପତି ଏନ୍‌. ଶ୍ରୀନିବାସନଙ୍କ ଝିଅ ରୂପା ଗୁରୁନାଥ ଦୋଷୀ...

ଫଲୋଅନ୍‌ ପରେ ବି ମ୍ୟାଚ୍‌ ଛଡ଼ାଇ ଆଣିଲା ମହିଳା ଦଳ

ବ୍ରିଷ୍ଟଲ,୧୯।୬: ଫଲୋଅନ୍‌ ପରେ ମ୍ୟାଚ୍‌ ବଞ୍ଚାଇବା କଷ୍ଟକର। କିନ୍ତୁ ଇଂଲଣ୍ଡ ମାଟିରେ ଏହା କରି ଦେଖାଇଛି ଭାରତୀୟ ମହିଳା କ୍ରିକେଟ ଦଳ। ମ୍ୟାଚ୍‌ର ଉଭୟ ଇନିଂସରେ...

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି...

ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ

ନୂଆଦିଲ୍ଲୀ,୨୩।୬: ଠିକ୍‌ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ...

ଟୋକିଓ ଅଲିମ୍ପିକ୍ସରେ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାରଙ୍କ ପୁରସ୍କାର ଘୋଷଣା: ସ୍ବର୍ଣ୍ଣ ୬, ରୌପ୍ୟ ୪, ବ୍ରୋଞ୍ଜ ୨.୫୦ କୋଟି

ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ...

ଭାରତୀୟ ଦଳକୁ ମିଳିଲା ଖୁସି ଖବର

ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍‌...

କୌଣସି ଚଳଚ୍ଚିତ୍ରଠାରୁ କମ୍‌ ନୁହେଁ ଏହି କ୍ରିକେଟର୍‌ଙ୍କ ପ୍ରେମ କାହାଣୀ: ଅତିଥି ଭାବେ ଯାଇଥିବାବେଳେ ପଡିଯାଇଥିଲେ ପ୍ରେମରେ

ଭାରତୀୟ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଟିମ ଇଣ୍ଡିଆର ଟେଷ୍ଟ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏବଂ ଇଂଲଣ୍ଡ ବିପକ୍ଷ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଢାକା ପ୍ରିମିୟର ଲିଗ୍‌:ଶକିବ ୩ଟି ମ୍ୟାଚରୁ ସସ୍‌ପେଣ୍ଡ
Next Post Next post:
ଏହି ଅଭ୍ୟାସ ଦେଖାଏ ସଫଳତାର ରାସ୍ତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts