କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍ବଲ ଚାମ୍ପିୟନଶିପ୍ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍ ବେହୋସ ହୋଇ ତଳେ ଯାଇଥିଲେ। ପ୍ରଥମାର୍ଦ୍ଧ ଖେଳର ଶେଷ ଭାଗରେ ସାଇଡ୍ଲାଇନ୍ ନିକଟରେ ଏହା ଘଟିଥିଲା। ସାଥୀ ଖେଳାଳିମାନେ ତୁରନ୍ତ ତାଙ୍କୁ ଘେରିଯାଇଥିଲେ। ମେଡିକାଲ କର୍ମଚାରୀମାନେ ତାଙ୍କର ଆଶୁ ଚିକିତ୍ସା ଆରମ୍ଭ କରିଦେଇଥିଲେ। ଡେନମାର୍କ ଖେଳାଳିମାନେ କାନ୍ଦୁଥିବାର ଦେଖାଯାଇଥିଲା। ଏହି ଘଟଣାପରେ ମ୍ୟାଚକୁ ତୁରନ୍ତ ସସ୍ପେଣ୍ଡ କରାଯାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.