E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ
9:42 amJune 17, 2021

ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଛି। ଏପରିସ୍ଥଳେ ୧୩ ଜଣିଆ କମିଟି ଗଠନ ହୋଇଥିବାବେଳେ ଦଶମ, ଏକାଦଶ ଓ ଦ୍ୱାଦଶ ପ୍ରି-ବୋର୍ଡ ପରୀକ୍ଷା ଫଳକୁ ଆଧାର କରି ମୂଲ୍ୟାୟନ କରାଯିବ ବୋଲି କମିଟି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ତେବେ ସିବିଏସ୍‌ଇ ପକ୍ଷରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ଭାବେ ଘୋଷଣା କରାଯାଇ ନ ଥିଲେ ମଧ୍ୟ ମିଳିଥିବା ସୂଚନାନୁସାରେ, ଦଶମ ୩୦%, ଏକାଦଶ ୩୦% ଓ ଦ୍ୱାଦଶ ପ୍ରିବୋର୍ଡ ପରୀକ୍ଷାର ୪୦%କୁ ନେଇ ମାର୍କ ଦିଆଯିବ। ଏହି ଆଧାରରେ ପରୀକ୍ଷା ଫଳ ଘୋଷଣା କରିବ। ତେବେ କେଉଁ ପଦ୍ଧତି ଅନୁସାରେ ପରୀକ୍ଷା ଫଳ ଘୋଷଣା କରିବ ସେନେଇ ଗୁରୁବାର ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କରିବ ସିବିଏସ୍‌ଇ। ଅନ୍ୟପଟେ କାଉନ୍‌ସିଲ ଫର୍‌ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଜୁଲାଇ ୨୦ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ଘୋଷଣା କରିବ ବୋଲି ଆଶା ରଖିଛି। ଏକାଦଶ ଓ ଦ୍ୱାଦଶର ଇଣ୍ଟରନାଲ ପରୀକ୍ଷା ମାର୍କକୁ ନେଇ ସିଆଇଏସ୍‌ସିଇ ମୂଲାୟନ କରିବ। ଏଥିସହିତ ୨୦୧୫ରୁ ୨୦୨୦ ମଧ୍ୟରେ ସର୍ବାଧିକ ମାର୍କକୁ ମଧ୍ୟ ବିଚାରକୁ ନିଆଯିବ ବୋଲି ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ...

ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ

କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ...

ଆଜିଠୁ ୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୨।୬(ବ୍ୟୁରୋ):ବହୁ ପ୍ରତୀକ୍ଷା ପରେ ଶେଷରେ ରାଜଧାନୀ ଭୁବନେଶ୍ୱରରେ ବୁଧବାରଠାରୁ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କ ପାଇଁ ୨ୟ ଡୋଜ୍‌ କୋଭିଡ୍‌ ଟିକାକରଣ ଆରମ୍ଭ ହେବାକୁ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା...

୨ ନାବାଳିକାଙ୍କୁ ବଳାତ୍କାର

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ...

ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୮।୬:  ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା...

ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
Next Post Next post:
ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts