ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ ଶର୍ମା ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏଭଲିନ ନିକଟରେ ଅଷ୍ଟ୍ରେଲିୟ ପ୍ରେମିକ ତୁଷାନ ଭିଣ୍ଡିଙ୍କୁ ବିବାହ କରିଛନ୍ତି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ପ୍ରଶଂସକଙ୍କୁ ସୂଚନା ଦେଇଛନ୍ତି। ଏଭଲିନ ଦୀର୍ଘ ଦିନ ଧରି ଅଷ୍ଟ୍ରେଲୀୟ ଦନ୍ତ ଚିକିତ୍ସକ ତୁଷାନଙ୍କୁ ଡେଟ କରୁଥିଲେ। ଏଭଲିନ ତୁଷାନଙ୍କ ସହ ତାଙ୍କ ବିବାହର ଫଟୋ ଶେୟାର କରି ଲେଖିଛନ୍ତି – ‘ସବୁଦିନ ପାଇଁ।’ କରୋନା ଦ୍ୱିତୀୟ ଏହର ମଧ୍ୟରେ ସେ ଅତି ସରଳ ଢଙ୍ଗରେ ବିବାହ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.