E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଡବଲ ଡୋଜ୍‌ ଭାକ୍ସିନ ପରେ ବି ହୋଇପାରେ କରୋନା
4:34 pmJune 19, 2021

ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍‌ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଶନିବାର ଏହି କଥା କହିଛନ୍ତି।
ସେ କହିଛନ୍ତି, ଏଯାବତ୍‌ କୌଣସି କୋଭିଡ ଭାକ୍ସିନ ଶତ ପ୍ରତିଶତ କାମ କରିଥିବାର ତଥ୍ୟ ମିଳିପାରିନି। ବିଭିନ୍ନ ଭାକ୍ସିନ ୭୦ରୁ ୯୦ ପ୍ରତିଶତ ଭିତରେ କାର୍ଯ୍ୟ କରୁଛି। ଭାକ୍ସିନ ନେବା ଦ୍ୱାରା ଆମ ଦେହରେ କୋଭିଡ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି ହେଉଛି। କିନ୍ତୁ ଆମ ପରିବେଶରେ ଯେହେତୁ ସଂକ୍ରମଣ ରହିଛି, ତେଣୁ ସଂକ୍ରମଣ ହେବ। ମାତ୍ର ଭାକ୍ସିନର ଡବଲ ଡୋଜ୍‌ ନେବା ପରେ ଗୁରୁତର ହେବା ଆଶଙ୍କା କମି ଯାଉଛି। ତେଣୁ ଟିକା ନେବା ପରେ ବି ସମସ୍ତେ କରୋନା ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ। ଆମ ରାଜ୍ୟ ଏବେ ଭଲ ସ୍ଥିତିରେ ଅଛି। ଆମେ ସ୍ଥିର ସ୍ତରକୁ ଯାଉଛେ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍‌ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...

ଛେଚିବ ୩ ଦିନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ,...

ଶ୍ରମିକଙ୍କୁ ପଥରରେ ଛେଚି ମାରିଲେ ସାଥୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଶ୍ରମିକଙ୍କୁ ହତ୍ୟା। ଗତ ୮ ତାରିଖରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଶ୍ରମିକଙ୍କୁ ତାଙ୍କ ସହଯୋଗୀ ପଥରରେ ଛେଚି ହତ୍ୟା କରିଥିବାବେଳେ...

ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ...

ନୂଆବଜାର ଅଞ୍ଚଳରେ ବିଦେଶୀ ପକ୍ଷୀ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ସହରସ୍ଥିତ ନୂଆବଜାର ଅଞ୍ଚଳ ଏବେ ବିଦେଶୀ ପକ୍ଷୀଙ୍କ କିଚିରିମିଚିରି ଶବ୍ଦରେ ପ୍ରକମ୍ପିତ ହୋଇଉଠୁଛି। ସହର ନିକଟରେ କୌଣସି ହ୍ରଦ କିମ୍ବା ମୁହାଣ...

ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ

ଏମ୍‌ଭି ୭୯,୧୩ା୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କାଣ୍ଡକାପାରା ପୋଲିସ ନିକଟରେ ଶନିବାର ଅପରାହ୍ନରେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋରସା ଲାଚୁ(୩୨)...

ବଜାରରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍‌ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ...

ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ

ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ରବିବାର, ଜୁନ୍‌ ୨୦ ତାରିଖ – Daily Horoscope
Next Post Next post:
ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts