ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଶନିବାର ଏହି କଥା କହିଛନ୍ତି।
ସେ କହିଛନ୍ତି, ଏଯାବତ୍ କୌଣସି କୋଭିଡ ଭାକ୍ସିନ ଶତ ପ୍ରତିଶତ କାମ କରିଥିବାର ତଥ୍ୟ ମିଳିପାରିନି। ବିଭିନ୍ନ ଭାକ୍ସିନ ୭୦ରୁ ୯୦ ପ୍ରତିଶତ ଭିତରେ କାର୍ଯ୍ୟ କରୁଛି। ଭାକ୍ସିନ ନେବା ଦ୍ୱାରା ଆମ ଦେହରେ କୋଭିଡ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି ହେଉଛି। କିନ୍ତୁ ଆମ ପରିବେଶରେ ଯେହେତୁ ସଂକ୍ରମଣ ରହିଛି, ତେଣୁ ସଂକ୍ରମଣ ହେବ। ମାତ୍ର ଭାକ୍ସିନର ଡବଲ ଡୋଜ୍ ନେବା ପରେ ଗୁରୁତର ହେବା ଆଶଙ୍କା କମି ଯାଉଛି। ତେଣୁ ଟିକା ନେବା ପରେ ବି ସମସ୍ତେ କରୋନା ଗାଇଡ୍ଲାଇନକୁ ଠିକ ଭାବେ ପାଳନ କରନ୍ତୁ। ଆମ ରାଜ୍ୟ ଏବେ ଭଲ ସ୍ଥିତିରେ ଅଛି। ଆମେ ସ୍ଥିର ସ୍ତରକୁ ଯାଉଛେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.