E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ
8:24 amJune 4, 2021

ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା ଦାୟିତ୍ୱ ତାଙ୍କୁ ନ ଦିଆଯିବାକୁ ନିଷ୍ପତ୍ତି ନିଆଯାଇପାରିବନି ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ କହିଛନ୍ତି।
ପଞ୍ଜାବର ଜଣେ ମହିଳା ଅଷ୍ଟ୍ରେଲିଆ ନାଗରିକ ଥିବା ତାଙ୍କ ପୂର୍ବତନ ସ୍ବାମୀଙ୍କଠାରୁ ୪ ବର୍ଷୀୟ ଝିଅଙ୍କ ଲାଳନପାଳନ ଦାୟିତ୍ୱ ନେବା ପାଇଁ କୋର୍ଟରେ ପିଟିଶନ ଦାଖଲ କରିଥିଲେ। ଜଷ୍ଟିସ୍‌ ଅନୁପିନ୍ଦର ସିଂ ଗ୍ରଓ୍ବୋଲ ପିଟିଶନ ଗ୍ରହଣ କରି ମହିଳା ଜଣକ ଅଷ୍ଟ୍ରେଲିଆରେ ରହୁଥିବା ତାଙ୍କ ଝିଅର ଦାୟିତ୍ୱ ନେଇପାରିବେ ବୋଲି ରାୟ ଦେଇଥିଲେ। ମହିଳାଙ୍କ ଅନ୍ୟ କାହା ସହ ସମ୍ପର୍କ ରହିଥିବା ନେଇ ତାଙ୍କ ସ୍ବାମୀ ଅଭିଯୋଗ ଆଣିଥିଲେ। ପୁରୁଷ ପ୍ରଧାନ ସମାଜରେ ନାରୀଙ୍କ ଚରିତ୍ର ଉପରେ କଥା ଉଠିବା ସାଧାରଣ କଥା ଏବଂ ଅନେକ ସମୟରେ ଏହା ଭିତ୍ତିହୀନ ହୋଇଥାଏ। ମହିଳାଙ୍କ ଅନ୍ୟ କାହା ସହ ସମ୍ପର୍କ ଥିଲେ ମଧ୍ୟ ସେ ଜଣେ ଭଲ ମା’ ହୋଇପାରିବେନି ବୋଲି କହିବା ଉଚିତ ନୁହେଁ ବୋଲି କୋର୍ଟ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ

ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର...

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ...

ଦିଲ୍ଲୀରେ ଡ୍ୟାମେଜ୍‌ କଣ୍ଟ୍ରୋଲ୍‌

ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ...

ବାବା ରାମଦେବଙ୍କୁ ଝଟ୍‌କା ଦେଲା ନେପାଳ

କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍‌ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...

ଭାଜପାକୁ ଝଟ୍‌କା: ଟିଏମ୍‌ସିକୁ ଫେରିପାରନ୍ତି ମୁକୁଲ ରାୟ

କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ...

୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି
Next Post Next post:
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts