E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌, ଜୀବନଚର୍ଯ୍ୟା

ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…
1:52 pmJune 7, 2021

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର ହୋଇ ନ ଥାଏ ବୋଲି ସୂଚନା ଦେଇଛନ୍ତି। ଭାକ୍ସିନ୍‌ ନେେଇ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି ହୋଇଥାଏ। ତେବେ ଭାକ୍ସିନ୍‌ ନେବା ପରେ ବି ମାସ୍କ୍‌ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ସହିତ ପରିଷ୍କାର ପରିଚ୍ଛନ୍ନତା ପ୍ରତି ଗୁରୁତ୍ୱଦେବା ଜରୁରୀ ବୋଲି ପ୍ରଫେରସ ମେହୁଲ ପଟେଲ ପରାମର୍ଶ ଦେଇଛନ୍ତି। ତାଙ୍କ ନେତୃତ୍ୱରେ ଗବେଷକ ଦଳ ଏକ କୋଟିରୁ ଅଧିକ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଏକ ଗାଣିତିକ ମଡେଲର ବ୍ୟବହାର କରିଛନ୍ତି। ଭାକ୍ସିନ୍‌ ନେବା ପରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେବା ସହିତ ହସ୍ପିଟାଲରେ ଭର୍ତ୍ତି ହେବା ଲୋକଙ୍କ ସଂଖ୍ୟା ମଧ୍ୟ ବଢୁଛି। ମାସ୍କ୍‌ ନ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ନ ରଖିବା ଯୋଗୁ ପୁଣି କରୋନା ସଂକ୍ରମଣ ହୋଇଥିବା ରିପୋର୍ଟରେ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌, ଜୀବନଚର୍ଯ୍ୟା View All

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...

ଦକ୍ଷିଣ କୋରିଆ ନ୍ୟୁକ୍ଲିୟର ସଂସ୍ଥା ହ୍ୟାକ୍‌

ଉତ୍ତର କୋରିଆର ସାଇବର ଅପରାଧୀମାନେ ଦକ୍ଷିଣ କୋରିଆର ନ୍ୟୁକ୍ଲିୟର ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟକୁ ହ୍ୟାକ୍‌ କରିଛନ୍ତି। ଗତମାସରେ ୧୩ ଅନଧିକୃତ ଆଇପି ଆଡ୍ରେସ୍‌ରୁ କୋରିଆ ଆଟମିକ୍‌ ଏନର୍ଜି...

ଚଳନ୍ତା କାର୍‌ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…

ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍‌ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ...

ଟୁଇଟରକୁ ବ୍ୟାନ କଲା ନାଇଜେରିଆ

ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍‌ କରିଦିଆଯାଇଛି। ଦେଶର କର୍ପୋରେଟ୍‌ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର...

ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ପଳାତକ ଚୋକ୍‌ସିଙ୍କ ଜାମିନ ଆବେଦନ ଖାରଜ…

ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍‌ଫେର୍‌ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍‌ ଚୋକ୍‌ସିଙ୍କ ଜାମିନ୍‌ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ...

କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି)...

କିପରି ଚିହ୍ନିବେ ଭଲ ସାଙ୍ଗଙ୍କୁ

କୌଣସି ମଣିଷଙ୍କୁ ଚିହ୍ନିବା ସବୁଠାରୁ କଷ୍ଟକର। ସମସ୍ତଙ୍କ ମଧ୍ୟରେ ଯଦି କଥା ବନ୍ଧୁଙ୍କୁ ଚିହ୍ନିବାରେ ଆସେ, ତେବେ ତାହା ଅଧିକ ଗମ୍ଭୀର ହୋଇଥାଏ। ଅନେକ ସମୟର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୩ କିଲୋମିଟର ଦୂର କାନ୍ଧରେ ବସି କନ୍ୟାଙ୍କ ଘରେ ପହଞ୍ଚିଲେ ବର, କାରଣ ଜାଣିଲେ…
Next Post Next post:
ପାଣିକୁ ଦେଖି କୁକୁରର କି ଖୁସି, ଧରିବା ପାଇଁ କରୁଛି ଏମିତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts