E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ବଣର ରାଜା ହୋଇ ସୁଦ୍ଧା ଏହି ସାମାନ୍ୟ ପ୍ରାଣୀକୁ ଡ଼ରିଯାଉଛି ସିଂହ, ଭିଡିଓ ଭାଇରାଲ
7:46 amJune 18, 2021

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ସିଂହ ଓ ସିଂହୀକୁ ଦେଖିବାକୁ ମିଳୁଛି। ପରେ ଏକ କୁକୁର ଆସି ସେମାନଙ୍କୁ ଭୁକୁଛି, ଓ ସିଂହ କୁକୁରର ଭୁକିବା ଦେଖି ଡ଼ରିକି ପଛକୁ ପଳାଉଛି। କୁକୁର ଯିବାକୁ ଲାଗୁଛି ପଛରୁ ଫେରି ପୁଣି ସିଂହ ସିଂହୀକୁ ଡରାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

A dog harassing pair of lions 🦁

Needs to be booked under Wildlife protection Act 😟 pic.twitter.com/hCwUNEM4UY

— Susanta Nanda IFS (@susantananda3) June 13, 2021


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ବର ମଦନିଶାରେ ଶାଶୁଙ୍କୁ ପିନ୍ଧାଇଲେ ବରଣମାଳା…

ମୁମ୍ବାଇ,୫।୬:ଏବେ ସୋସିଆଲ୍‌ ମିଡ଼ିଆରେ ଏକ ବିବାହ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବିବାହରେ ମଦ ନିଶାରେ ଚୁର୍‌ ଥିବା ବର ବିଚରା କନ୍ୟା ବଦଳରେ...

କରୋନା ମହାମାରୀ ଭୟ ଶୂନ: ଚାଇନାରେ ପାଳନ କରାଯାଉଛି ‘କୁକୁର ମାଂସ ଉତ୍ସବ’; ହଜାର ହଜାର…

ସାରା ବିଶ୍ୱ ମହାମାରୀ କରୋନା ସହ ଲଢ଼ୁଥିବା ବେଳେ ଏବେ ତୃତୀୟ ଲହର ପାଇଁ ଚେତାବନୀ ଦିଆଯାଇଛି। ଏଭଳି ସଙ୍କଟମୟ ପରିସ୍ଥିତିରେ ଲୋକଙ୍କୁ ପହଞ୍ଚାଇବା ପଛରେ...

ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ

ପ୍ରତାପଗଡ଼, ୧।୬: ଅନେକ ଥର ବିବାହ ସମୟରେ ବର ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିବାକୁ ମିଳେ। ହେଲେ କେବେ କନ୍ୟା ହର୍ଷ ଫାଇରିଂ କରୁଥିବାର...

ଶିଡ଼ି ଚଢ଼ିବାରେ ଶିଶୁକୁ ରୋକୁଛି କୁକୁର, କାରଣ ଜାଣିଲେ…

ସୋସିଆଲ ମିଡିଆରେ କେତେବେଳେ କ’ଣ ଭାଇରାଲ ହେଉଛି ତା’ର ଠିକଣା ନାହିଁ। ଆଜିକାଲି ଇଣ୍ଟରନେଟ୍‌ରେ ଏକ କୁକୁରର ଏମିତି ଭିଡିଓ ଭାଇରାଲ ହେଉଛି, ଯାହା ଆପଣଙ୍କ...

ଭାକ୍ସିନ୍‌ ନେଲେ ମିଳୁଛି ଫ୍ରିଜ୍‌ ସହିତ ଅନ୍ୟ ଦାମିକା ଉପହାର…

ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...

ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…

ଗାର୍ବୋନ୍‌,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍‌ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି।...

ମହାକାଶରୁ ଫେରିଥିବା ରେଡ୍‌ ଓ୍ବାଇନର ଦାମ କେତେ ଜାଣନ୍ତୁ

ଏକ ରକେଟ୍‌ରେ ୧୪ ମାସ ଧରି ମହାକାଶ ଭ୍ରମଣ କରିଥିବା ରେଡ୍‌ ଓ୍ବାଇନ ଏବେ ବିକ୍ରି ଅପେକ୍ଷାରେ। ‘ପେଟ୍ରସ ୨୦୦୦’ ନାମକ ରେଡ୍‌ ଓ୍ବାଇନର ୧୨ଟି...

ନିଜ ବିବାହରେ କ୍ୟାମେରାମ୍ୟାନ୍‌ ପାଲଟିଲେ ବର; କନ୍ୟାଙ୍କ ଏଭଳି ଫଟୋଶୁଟ୍‌ କଲେ ଯେ ଭିଡିଓ ହେଉଛି…

ନୂଆଦିଲ୍ଲୀ: ଆପଣ କେବେ ଦେଖିଛନ୍ତି କି ଶୁଣିଛନ୍ତି ଯେ ବର ନିଜ ବିବାହରେ ନିଜେ ଫଟୋଶୁଟ୍‌ କରୁଛନ୍ତି। ଉତ୍ତର ବୋଧହୁଏ ନା ହେବ। ହେଲେ ଇନ୍‌ଷ୍ଟାଗ୍ରାମରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ
Next Post Next post:
ସୋସିଆଲ ମିଡିଆକୁ ଟାର୍ଗେଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts