ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍ ସହରରେ କରୋନା ଭାକ୍ସିନ୍ର ୨ ଡୋଜ୍ ନେବା ପରେ ବି ୪୦୦୦ ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ସ୍ଥାନୀୟ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସହରର ଜନସଂଖ୍ୟା ୩୦ ଲକ୍ଷରୁ ଅଧିକ। ଏଭଳି ସମସ୍ୟା ସୃଷ୍ଟି ହେବ ବୋଲି ପୂର୍ବରୁ ଆଶଙ୍କା କରାଯାଉଥିବା ବୋଷ୍ଟନ୍ ବିଶ୍ୱବିଦ୍ୟାଳୟର ମହାମାରୀ ରୋଗ ବିଶେଷଜ୍ଞ ଡେଭିଡ୍ସନ୍ ହେମର କହିଛନ୍ତି।
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍ View All
ସ୍ବିସ୍ ବ୍ୟାଙ୍କ୍ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି
ନୂଆଦିଲ୍ଲୀ,୧୭।୬: ସ୍ବିସ୍ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ...
ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...
ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…
ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ
ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍ର ରୂପ ନେଇଛି। ଏହି ଷ୍ଟ୍ରେନ୍ ବ୍ରିଟେନରେ ଆତଙ୍କ...
ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍ଙ୍କ ଇସ୍ତଫା
ଓ୍ବାଶିଂଟନ୍, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍ ଦାତବ୍ୟ...
ପଳାତକ ଚୋକ୍ସିଙ୍କ ଜାମିନ ଆବେଦନ ଖାରଜ…
ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍ଫେର୍ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍ ଚୋକ୍ସିଙ୍କ ଜାମିନ୍ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ...
ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍ଡାଉନ ଜାରି...
୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...


