E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଧୋନୀଙ୍କ ଦଳର ଥିଲେ ଅଭିନ୍ନ ଅଙ୍ଗ, ମାତ୍ର ଏବେ ସୁଯୋଗ ନ ମିଳିବାରୁ ଦୁଃଖିତ
8:15 pmJune 6, 2021

ମୁମ୍ବାଇ,୬।୬ : ଗତ ୧୨ରୁ ୧୫ ମାସ ହେଲା ଜାତୀୟ ଦଳରେ ସ୍ଥାନ ପାଉ ନାହାନ୍ତି ସ୍ପିନର କୁଲଦୀପ ଯାଦବ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଦିନେ ଟିମ୍‌ ଇଣ୍ଡିଆ ପାଇଁ ନିୟମିତ ପ୍ରଦର୍ଶନ କରୁଥିବା ଚାଇନା ମ୍ୟାନ ଏବେ ସମ୍ପୂର୍ଣ୍ଣ ନିରାଶ ହୋଇପଡ଼ିଛନ୍ତି। ୨୦୨୦ ଆଇପିଏଲଠାରୁ ଆରମ୍ଭ ହୋଇଥିବା ୨୬ ବର୍ଷୀୟ କୁଲଦୀପଙ୍କ ପତନ ଏବେ ମଧ୍ୟ ଜାରି ରହିଛି। ସେହିବର୍ଷ କେକେଆର ପାଇଁ ଆଇପିଏଲରେ ୫ଟି ମ୍ୟାଚ୍‌ ଖେଳି ହାତେଇଥିଲେ ମାତ୍ର ଗୋଟିଏ ଉଇକେଟ।

ପରେ ତାଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ଲାଗି ଘୋଷିତ ଦଳରେ ସାମିଲ କରାଯାଇଥିଲା। କିନ୍ତୁ ମିଳି ନ ଥିଲା ସୁଯୋଗ। ଭାରତରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଗୋଟିଏ ମ୍ୟାଚ୍‌ରେ ସୁଯୋଗ ପାଇଥିବା କୁଲଦୀପ ଅର୍ଜନ କରିଥିଲେ ମାତ୍ର ୨ ଉଇକେଟ। ଆଉ ଚଳିତ ବର୍ଷ କୋଭିଡ୍‌ କାରଣରୁ ଆଇପିଏଲ ସ୍ଥଗିତ ହେବା ପର୍ଯ୍ୟନ୍ତ ଗୋଟିଏ ହେଲେ ମ୍ୟାଚ୍‌ରେ ତାଙ୍କୁ ସୁଯୋଗ ମିଳି ନ ଥିଲା। ଏହାପରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଓ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଘୋଷିତ ଦଳରେ ସ୍ଥାନ ନ ମିଳିବାରୁ ଦୁଃଖିତ ଅଛନ୍ତି ସ୍ପିନର କୁଲଦୀପ ଯାଦବ। କିନ୍ତୁ ଶ୍ରୀଲଙ୍କା ଗସ୍ତ ପାଇଁ ଘୋଷିତ ହେବାକୁ ଥିବା ଦଳରେ ସ୍ଥାନ ପାଇବାକୁ ଆଶା ରଖିଛନ୍ତି।

ଭାରତୀୟ ଦଳର ଅଂଶ ନ ଥିବାରୁ ମୁଁ ଦଃଖିତ। କାରଣ ଦଳର ବିଜୟରେ ମୁଁ ସହଯୋଗ କରିବାକୁ ଚାହେଁ। ଜୀବନରେ ଏଭଳି ଘଟେ। କିନ୍ତୁ ଆଗାମୀ ସୁଯୋଗରେ ପ୍ରଦର୍ଶନ କରିବାକୁ ମୁଁ ପ୍ରସ୍ତୁତ ଅଛି। ଆଶା କରୁଛି, ଶ୍ରୀଲଙ୍କା ଗସ୍ତରେ ମୋତେ ଖେଳିବାକୁ ସୁଯୋଗ ମିଳିବ। ପ୍ରତ୍ୟେକ ଖେଳାଳି ଦଳରେ ରହିବାକୁ ଚାହାନ୍ତି। କିନ୍ତୁ ବେଳେବେଳେ ପରିସ୍ଥିତି ଏଭଳି ହୁଏ, ଦଳରେ ସ୍ଥାନ ମିଳେ ନାହିଁ ବୋଲି ଚାଇନା ମ୍ୟାନ ସ୍ପିନର ଏକ ସାକ୍ଷାତ୍‌କାରରେ କହିଛନ୍ତି। କ୍ୟାରିୟରରେ ମାତ୍ର ୭ଟି ଟେଷ୍ଟ ଖେଳିଥିବା କୁଲଦୀପ ୬୩ ଦିନିକିଆରେ ୧୦୫ ଉଇକେଟ ନେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡ ଅଧିନାୟକଙ୍କୁ ଆଉଟ୍‌ କରିବା ପାଇଁ ସୋନୁ ସୁଦ୍‌ଙ୍କୁ ସାହାଯ୍ୟ ମାଗିଲେ ପ୍ରଶଂସକ: ଜବାବ ମିଳିଲା ଏମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌ର ଫଶଇନାଲ୍‌ ଖେଳାଯାଉଛି। ଡବ୍ଲୁଟିଏସି ଫାଇନାଲ୍‌ ପଞ୍ଚମ ଦିନରେ ଦ୍ରୁତ ବୋଲରମାନେ ଟିମ ଇଣ୍ଡିଆକୁ ମ୍ୟାଚକୁ...

ମାଳବିକା ଜିତିଲେ ଟାଇଟଲ

  କନାସ୍‌ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆରଏସ୍‌ଏଲ୍‌ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ...

ଜାଡେଜା-ଅଶ୍ୱିନଙ୍କ ସହ ଖେଳିବାକୁ ପରାମର୍ଶ ଦେଲେ ମହାନ ଖେଳାଳି

ନୂଆଦିଲ୍ଲୀ,୧୭।୬: ଶେଷ ହେବାକୁ ଯାଉଛି ଅପେକ୍ଷା। ୟୁକେର ସାଉଥାମ୍ପଟନଠାରେ ଶୁକ୍ରବାର ଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌...

ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…

ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି...

ପିଏସ୍‌ଏଲ୍‌ରୁ ଓହରିଲେ ଡୁପ୍ଲେସି

ଆବୁଧାବି, ୧୭।୬(ପି.ଟି.)-  ପାକିସ୍ତାନ ସୁପରଲିଗ୍‌ (ପିଏସ୍‌ଏଲ) ଅବସରରେ କନକ୍‌ସନ (ସଂଘାତ)ର ସମ୍ମୁଖୀନ ହୋଇଥିବା ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁପ୍ଲେସି ପ୍ରତିଯୋଗିତାର ଅବଶିଷ୍ଟ ମ୍ୟାଚଗୁଡ଼ିକରୁ...

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର

ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ।...

ଦକ୍ଷିଣ ଆଫ୍ରିକାର ଏକ ଇନିଂସ ୬୩ ରନରେ ବିଜୟୀ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ୍‌ ଲୁସିଆ),୧୩ା୬ : କାଗିସୋ ରାବାଡାଙ୍କ ୫ ଉଇକେଟ ସଫଳତା ଯୋଗୁ ଏଠାରେ ପ୍ରଥମ ଟେଷ୍ଟ କ୍ରିକେଟରେ ଦକ୍ଷିଣ ଆଫ୍ରିକା ଏକ ଇନିଂସ...

ୟୁଏସ୍‌ ଓପନ ଟେନିସ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି

ନ୍ୟୁୟର୍କ, ୧୮ା୬(ଏପି)- ଚଳିତ ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରେ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିବ। କରୋନା ଭାଇରସ୍‌ ମହାମାରୀ ଯୋଗୁ ଗତବର୍ଷ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍‌ ମାଡ଼ ଧମକ
Next Post Next post:
ମୋଦିଙ୍କୁ ଭେଟିଲେ ନଡ୍ଡା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts