E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକେନ୍ଦୁଝର

ପ୍ରତିବର୍ଷ ହାତୀ ଭାଙ୍ଗୁଛି ଘର, ମିଳୁନି କ୍ଷତିପୂରଣ
10:38 amJune 24, 2021

ଯୋଡା/ଚମ୍ପୁଆ,୨୪।୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ ଅନ୍ତର୍ଗତ କୋଦଗାଡିଆ ଗ୍ରାମରେ ମଙ୍ଗଳବାର ରାତି ସାଢେ ୮ଟାରେ ହାତୀପଲ ଆସି ଉପଦ୍ରବ କରି ୪ ଘର ଭାଙ୍ଗିଛନ୍ତି। ଲୋକଙ୍କ ଘର ଭାଙ୍ଗିବା ପରେ ଗ୍ରାମରେ ଆତଙ୍କ ଖେଳିଯାଇଛି ା ପ୍ରତିବର୍ଷ ଏପରି ହାତୀପଲ ଆସି ବ୍ୟାପକ ଘର ଭାଙ୍ଗିଚାଲିଛନ୍ତି। ମାତ୍ର ବନ ବିଭାଗର ଖାମଖିଆଲି ଯୋଗୁ ଅବସ୍ଥା ସୁଧୁରୁନାହିଁ। ଲୋକେ ଘର ଭଙ୍ଗାର କ୍ଷତିପୂରଣ ପାଇବାରୁ ବଞ୍ଚିତ ହେଉଛନ୍ତି। ସୁଚନା ଅନୁଯାୟୀ, ମଙ୍ଗଳବାର ରାତିରେ ୨୩ ଗୋଟି ହାତୀ ଗ୍ରାମରେ ପଶି ଉପଦ୍ରବ ରଚିଥିଲେ। ଏହି ଉପଦ୍ରବରେ ଗା୍ରମର ଜଙ୍ଗଲକଡ଼ରେ ଥିବା ଶିବନାଥ ମହାନ୍ତଙ୍କ ଘରକୁ ହାତୀପଲ ସମ୍ପୂର୍ଣ୍ଣ ଭାଙ୍ଗିଦେଇ ଧାନଚାଉଳ ଖାଇଦେଇଥିଲେ। ତେବେ ହାତୀପଲ ଆସିବା ଜାଣି ଶିବନାଥଙ୍କ ପରିବାରକୁ ବନ ବିଭାଗ ପକ୍ଷରୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା ା ହାତୀପଲ ପା୍ରୟ ଏକ ଘଣ୍ଟା ଧରି ଗା୍ରମର ବିଭିନ୍ନ ସ୍ଥାନରେ ଉପତ୍ାତ ଚଳାଇଥିଲେ। ଅନ୍ୟ ଗା୍ରମବାସୀଙ୍କ ମଧ୍ୟରେ ମହେଶ୍ୱର ନାଏକ, ଅକ୍ଷୟ ବାରିକ, ଚକ୍ର ବାରିକଙ୍କ ଘର ଆଂଶିକ ଭାଙ୍ଗିଥିବା ଜଣାପଡ଼ିଛି। ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ଗତ ବର୍ଷ ମଧ୍ୟ ହାତୀ ଉପଦ୍ରବରେ ଶିବନାଥଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିଲା। ଏପର୍ଯ୍ୟନ୍ତ ତାଙ୍କୁ ବନବିଭାଗ କ୍ଷତିପୂରଣ ପ୍ରଦାନ କରି ନ ଥିବାବେଳେ ବହୁକଷ୍ଟରେ ମରାମତି କରିଥିବା ଘରକୁ ଆଉଥରେ ହାତୀପଲ ଭାଙ୍ଗିଦେଇଥିବାରୁ ସେ ନିରାଶ୍ରୟ ହୋଇପଡ଼ିଛନ୍ତି। ଏ ସମ୍ପର୍କରେ ଚମ୍ପୁଆ ବନପାଳ ପିଅନ ନାଏକ କହିଛନ୍ତି, ହାତୀ ଗତିବିଧି ଲକ୍ଷ୍ୟ ରଖିବା ପାଇଁ ସ୍ବତନ୍ତ୍ରଭାବେ ଦୃଷ୍ଟି ଦିଆଯାଉଛି ା ହାତୀ ଘଉଡାଇବା ପାଇଁ ସ୍କ୍ବାଡ ଓ ବନ କର୍ମଚାରୀମାନେ ନିୟୋଜିତ ଅଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକେନ୍ଦୁଝର View All

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ...

ମହିଳାଙ୍କୁ ଗଣବଳାତ୍କାର

କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି...

ଏଥର ବି ରଜ ଫିକା

କେନ୍ଦୁଝର, ୧୪।୬ (ସ୍ବ.ପ୍ର.): କରୋନା କଟକଣା ପାଇଁ ଚଳିତବର୍ଷ କେନ୍ଦୁଝର ଜିଲାର ପ୍ରମୁଖ ଗଣପର୍ବ ରଜ ମହୋତ୍ସବ ଫିକା ପଡ଼ିଯାଇଛି । ଏହି ଉତ୍ସବ ପାଳନ...

ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ

ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍‌ଡାଉନ ସମୟରେ ବଢ଼ୁଛି କ୍ରାଇମ୍‌। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍‌ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା...

ଗଛ ମୂଳେ ଆଶ୍ରୟ ନେବା ହେଲା କାଳ

ଆନନ୍ଦପୁର/ଘସିପୁରା,୨୭। ୬: ରବିବାର ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ...

ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ

ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି...

ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର...

କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ସିଟୁର ପ୍ରତିବାଦ

କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନ କ୍ରମେ ସ୍ଥାନୀୟ ଢାଙ୍ଗରପଡ଼ା ଏନ୍‌ଏଚ ୪୯ କଡ଼ରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜୁନିୟର ହକି ବିଶ୍ୱକପ୍‌: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର
Next Post Next post:
ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଜାଡେଜା ନମ୍ବର ଓ୍ବାନ ଟେଷ୍ଟ ଅଲ୍‌ରାଉଣ୍ଡର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts