ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମୌଲବୀର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଭୁବନେଶ୍ୱର ୟୁନିଟ୍-୯ ସ୍ଥିତ ଉର୍ଦ୍ଦୁଭବନ ପରିସରରେ ଫଳ ପ୍ରକାଶ କରାଯାଇଛି। ମୌଲବୀ ପରୀକ୍ଷାରେ ମୋଟ୍ ୨୧୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୯୨ ଜଣ ରେଗୁଲାର ଓ ୨୦ ଜଣ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର ଥିଲେ। ପରୀକ୍ଷାରେ ସମସ୍ତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ୨୧୨ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୮୪ ଛାତ୍ରୀ ଥିବା ବେଳେ ୧୨୮ ଛାତ୍ର ଅଛନ୍ତି। ମଦ୍ରାସା ଇସ୍ଲାମିଆ ଆର୍ବିଆର ଛାତ୍ରୀ କନିଜ୍ ଫାତମା ୭୦୦ରୁ ୬୪୪ ନମ୍ବର ରଖି ଏ ୱାନ୍ ଗ୍ରେଡ୍ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହି ପରୀକ୍ଷା ଫଳ osbme.org.in ୱେବ୍ସାଇଟ୍ରେ ଉପଲବ୍ଧ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.