E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା
7:54 pmJune 24, 2021

ନୂଆଦିଲ୍ଲୀ,୨୪।୬: ହାତୀ ପଲରୁ ବିତାଡ଼ିତ ହେବା ପରେ ଏକ ଦନ୍ତା ଝାଡ଼ଖଣ୍ଡର ସନ୍ଥାଳ ପରଗାନା ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଗତ ଦୁଇ ମାସ ମଧ୍ୟରେ ଏହି ହାତୀ ୧୬ ଜଣ ସ୍ଥାନୀୟ ଗ୍ରାମବାସୀଙ୍କୁ ହତ୍ୟା କରିଥିବା ବନ ଅଧିକାରୀ ଗୁରୁବାର କହିଛନ୍ତି।

ଦନ୍ତାର ବୟସ ୧୫ କିମ୍ବା ୧୬ ବର୍ଷ ହେବ। ଦୁଇ ମାସ ତଳେ ଅନ୍ୟ ଦନ୍ତାଙ୍କ ସହ ଆକ୍ରମଣାତ୍ମକ ଯୌନ ପ୍ରତିଦ୍ୱନ୍ଦ୍ୱିତା କାରଣରୁ ଉକ୍ତ ହାତୀକୁ ପଲରୁ ବିତାଡ଼ିତ କରାଯାଇଥିବା ଅଧିକାରୀମାନେ ଆକଳନ କରୁଛନ୍ତି। ଆମେ ତା’ର ବ୍ୟବହାରକୁ ଅଧ୍ୟୟନ କରୁଛୁ। ତାକୁ ଟ୍ରାକ କରିବା ପାଇଁ ୨୦ ଅଧିକାରୀ କ୍ରମାଗତ ଚେଷ୍ଟା କରୁଛନ୍ତି। କାରଣ ହାତୀକୁ ସୁରକ୍ଷା ଦେବା ଆମର ପ୍ରଥମ ଲକ୍ଷ୍ୟ ବୋଲି କହିଛନ୍ତି ଅଞ୍ଚଳର ବନ ଅଧିକାରୀ ସତୀଶ ଚନ୍ଦ୍ର ରାୟ କହିଛନ୍ତି।

ଗତ ମଙ୍ଗଳବାର ଉକ୍ତ ଦନ୍ତା ବୃଦ୍ଧ ଦମ୍ପତିଙ୍କୁ କଚାଡ଼ି ମାରି ଦେଇଥିଲା। ଉକ୍ତ ଦନ୍ତା ଏବେ ପଲରେ ମିଶିବାକୁ ଫେରୁଛି। ଏଣୁ ତା’ ବାଟକୁ ଆସୁଥିବା କିମ୍ବା ଉତ୍ତେଜିତ କରୁଥିବା କିମ୍ବା ଫଟୋ ନେଉଥିବା ଲୋକଙ୍କୁ ହତ୍ୟା କରୁଛି। ସେ ଜାଣିଶୁଣି ଏଭଳି କରୁ ନ ଥିବା ବନ ଅଧିକାରୀ ସତୀଶ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

‘ପୁରୁଷଙ୍କ ପାଇଁ ଘରୋଇ ହିଂସା ଆଇନ ନ ଥିବା ଦୁର୍ଭାଗ୍ୟଜନକ’

ଚେନ୍ନାଇ, ୩ା୬: ଘରୋଇ ହିଂସାର ଶିକାର ହେଉଥିବା ପୁରୁଷମାନେ ସ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣୁଛନ୍ତି। ହେଲେ ଏ ନେଇ ଆଇନ ନ ଥିବା ଦୁର୍ଭାଗ୍ୟଜନକ ବୋଲି...

ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…

ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି...

ସ୍ବତନ୍ତ୍ର ଟେନ୍‌ରେ କାନପୁର ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ...

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ...

ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା

ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ...

ଅରୁଣ ମିଶ୍ର ହେବେ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ

ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଭାଜପାର ଚିନ୍ତା ବଢ଼ାଇଲେ ମୁକୁଲ

କୋଲକାତା, ୯।୬: ପଶ୍ଚିମବଙ୍ଗ ନିର୍ବାଚନରେ ପରାଜୟ ପରେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିଏମ୍‌ସିର ବହୁ ପୂର୍ବତନ ନେତାଙ୍କ ଭଳି ବରିଷ୍ଠ ନେତା ମୁକୁଲ ରୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋଭିଡ୍‌ ନିୟମ ଭାଙ୍ଗିବାରୁ ବାଦ୍‌ ପଡ଼ିଲେ ଜାତୀୟ ଦଳରୁ
Next Post Next post:
ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts