ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ ସରକାର ପକ୍ଷରୁ ନୂଆ ଶିକ୍ଷା ନୀତି ଘୋଷଣା କରାଯାଇଛି। ଛାତ୍ରୀଛାତ୍ରଙ୍କୁ ବୃକ୍ଷଚାରା ରୋପଣ କରିବା ସହିତ ଏହାର ଯତ୍ନ ନେବାକୁ ପଡ଼ିବ। ପଞ୍ଚକୁଲା ଅଞ୍ଚଳର ମୋରନିଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି ଘୋଷଣା କରିଛନ୍ତି। ରାଜ୍ୟରେ ଜଙ୍ଗଲ ସୃଷ୍ଟି ସହିତ ପରିବେଶ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ସ୍କୁଲସ୍ତରରୁ ଯୋଜନା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରାଯାଉଛି।
୨ ପ୍ରକାର ଭାକ୍ସିନ୍ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…
ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍ ପକ୍ଷରୁ...
୧.୨୯ କୋଟି ଭାକ୍ସିନ୍ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...
ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…
ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍ ପସନ୍ଦ...
ଏଏପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର
ଅମୃତସର,୨୧।୬: ଆସନ୍ତା ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ପଞ୍ଜାବର ପୂର୍ବତନ...
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍ ହୋମ୍ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ...
ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ...
ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ...
ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…
ମୁମ୍ବାଇ,୬।୬: ବଲିଉଡ୍ ଅଭିନେତା ଦିଲ୍ଲୀପ୍ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...


