ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧,୩୨,୩୬୪ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୧୩ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨,୮୫,୭୪,୩୫୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧୬, ୩୫,୯୯୩ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୩ଲକ୍ଷ ୪୩ହଜାର ୧୫୨ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨,୪୦,୭୦୨କୁ ବୃଦ୍ଧି ପାଇଛି।
ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...
ଦିଲ୍ଲୀରେ ଖୋଲିବ ମଲ୍, ମାର୍କେଟ
ନୂଆଦିଲ୍ଲୀ, ୧୩।୬: ଦିଲ୍ଳୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ସରକାର ଅନ୍ଲକ ପ୍ରକ୍ରିୟାକୁ ଆହୁରି କୋହଳ କରିଛନ୍ତି। ସୋମବାରଠାରୁ ମଲ୍ ଓ ମାର୍କେଟଗୁଡ଼ିକ ପ୍ରତିଦିନ ଖୋଲିବାକୁ...
ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା
ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ମୁମ୍ବାଇ ସମେତ ଆଭ୍ୟନ୍ତରୀଣ ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଦକ୍ଷିଣ ଗୁଜୁରାଟ ଏବଂ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି...
ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ
କୋଲକାତା,୧୯।୬: ବାପା, ମା’, ଭଉଣୀ ଓ ଜେଜେମା’ଙ୍କ ହତ୍ୟା ମାମଲାରେ ପୋଲିସ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ(ଅସିଫ)ର ସାନ ଭାଇ ଅରିଫ...
ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି...
୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ...
ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...
ଆଇଶାଙ୍କ ବିରୋଧରେ ଦେଶଦ୍ରୋହ
କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...


