କଣ୍ଟାମାଳ,୧୭ା୬(ଡି.ଏନ୍.ଏ.): ବୌଦ୍ଧ ଜିଲା କଣ୍ଟାମାଳ- ମନମୁଣ୍ଡା ରାସ୍ତା ଚାଷୀଙ୍କ ଦ୍ବାରା ଅବରୋଧ ହୋଇଛି । ସକାଳ ୮ଟାରୁ ସିମିଳିପଦର ପେକ୍ସରେ ଧାନ ନ ଉଠିବାରୁ ଚାଷୀ ରାସ୍ତାକୁ ଅବରୋଧ କରିଛନ୍ତି। ୧ରୁ ୧୦ ତାରିଖ ଯାଏ ଟୋକନ ପାଇଥିବା ଚାଷୀ ଧାନ ବିକ୍ରି କରି ପାରି ନାହାନ୍ତି । ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକଙ୍କ ଅନିୟମିତତା ନେଇ ଚାଷୀମାନେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚିଥିବାବେଳେ କୌଣସି ଅଧିକାରୀ ପହଞ୍ଚିନାହାନ୍ତି। ରାସ୍ତା ଅବରୋଧ ଫଳରେ ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.