E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ
9:36 amJune 6, 2021

ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍‌ପି ଏବଂ ବିଧାୟକମାନଙ୍କ ଘର ଆଗରେ କୃଷି ଆଇନର ନକଲ ପୋଡ଼ିଥିଲେ। ୨୦୨୦ ଜୁନ୍‌ ୫ରେ ସରକାର ଅଧ୍ୟାଦେଶ ବଳରେ ନୂଆ କୃଷି ଆଇନ କାର୍ଯ୍ୟକାରୀ କରିଥିଲେ। ସେଥିପାଇଁ ଆଜିର ଦିନରେ ଚାଷୀମାନେ ଭାଜପା ବିରୋଧୀ ସ୍ଲୋଗାନ ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ଆହ୍ବାନରେ ପଞ୍ଜାବ, ହରିୟାଣା, ଆନ୍ଧ୍ରପ୍ରଦେଶ, କର୍ନାଟକ, ତାମିଲନାଡୁ, ଓଡ଼ିଶା, ଛତିଶଗଡ଼, ବିହାର, ତେଲଙ୍ଗାନା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ ଓ ଉତ୍ତରପ୍ରଦେଶରେ ଚାଷୀମାନେ ବିକ୍ଷୋଭରେ ସାମିଲ ହୋଇଥିଲେ। ହରିୟାଣା ବିଧାନସଭା ବାଚସ୍ପତି ଗିଆନ୍‌ ଚାନ୍ଦ ଗୁପ୍ତାଙ୍କ ଘର ଆଡ଼କୁ ଶୋଭାଯାତ୍ରାରେ ଯାଉଥିବା ଚାଷୀଙ୍କୁ ପୋଲିସ ଅଟକାଇବାରୁ ସେମାନେ କାଲ୍‌କା-ଜିରାକପୁର ରାସ୍ତା ଅବରୋଧ କରିଥିଲେ। ପୋଲିସ ସେମାନଙ୍କୁ ଘଉଡ଼ାଇବାକୁ ଯାଇ ଲାଠିଚାଳନା କରିଥିଲା। ହରିୟାଣାର ଫତେହାବାଦ ଅନ୍ତର୍ଗତ ତୋହାନାଠାରେ ରାକେଶ ଟିକାୟତ, ଗୁର୍‌ନାମ ସିଂ ଚଡୁନି ଏବଂ ଯୋଗେଶ ଯାଦବଙ୍କ ନେତୃତ୍ୱରେ ବହୁସଂଖ୍ୟାରେ ଚାଷୀ ଏକତ୍ର ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର...

ଶେଷରେ ଭୁଲ୍‌ ବୁଝିପାରିଲେ କାନ୍ତା ପ୍ରସାଦ; ଗୌରବଙ୍କୁ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧୩।୬: ବାବା କା ଢାବାର ମାଲିକ କାନ୍ତ ପ୍ରସାଦଙ୍କ ଭିଡିଓ ସୋସିଆଲ ମିଡିଆରେ ପୁଣି ଥରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କାନ୍ତ ପ୍ରସାଦ...

୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ

ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ...

ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍‌ସି

ବୀରଭୂମ୍‌,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍‌ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍‌ସ୍ଥିତ ଟିଏମ୍‌ସି କାର୍ଯ୍ୟାଳୟ ଆଗରେ...

କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍‌ କର

ମୁମ୍ବାଇ,୧୦ା୬: କେନ୍ଦ୍ର ସରକାର ସୀମାରେ ଅପେକ୍ଷା କରନ୍ତୁ ନାହିଁ। କରୋନା ଭାଇରସ୍‌ ଆମର ସବୁଠୁ ବଡ଼ ଶତ୍ରୁ। ଏହାକୁ ଶେଷ କରିବାକୁ ପଡ଼ିବ। କେନ୍ଦ୍ରର ଆଭିମୁଖ୍ୟ...

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ...

ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…

ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର...

ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

ନୂଆଦିଲ୍ଲୀ, ୪।୬(ଆଇଏଏନ୍‌ଏସ୍‌):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ
Next Post Next post:
୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts