E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କନ୍ଧମାଳ

ସରକାରୀ ଜମି ହଡ଼ପ ଅଭିଯୋଗରେ ବାପା-ପୁଅ ଗିରଫ
7:17 amJune 28, 2021June 28, 2021

ଦାରିଙ୍ଗବାଡ଼ି୨୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ବେଧଡ଼କ ଚାଲିଛି ସରକାରୀ ଜମି ହଡ଼ପ। ବିଭିନ୍ନ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା ଅଭିଯୋଗ ହୋଇଆସୁଛି। ଉକ୍ତ ଅଞ୍ଚଳରେ ଜମି ବିବାଦ ଯୋଗୁ ଥାନାରେ ପ୍ରତିଦିନ ଭିଡ଼ ହେଉଥବା ନଜିର ରହିଛି। ଏପରି ଏକ ଘଟଣା ଘଟିଛି ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦୁଇ ପକ୍ଷ ଏକ ଜମିକୁ ନେଇ ଗଣ୍ଡଗୋଳ ସହ ଘର ଭାଙ୍ଗି ଲୁଟ୍‌ କରାଯାଇଥିବା ଅଭିଯୋଗ ହୋଇଛି।
ପୋଲିସ ସୂତ୍ରରୁ ମିଳିଥିବା ତଥ୍ୟ ଅନୁସାରେ ସରକାରୀ ଜମିକୁ ଜଣେ ବ୍ୟକ୍ତି ଅକ୍ତିଆର କରିଥିବା ବେଳେ ଆଉଜଣେ ଉକ୍ତ ଜମି ମୋର କହି ସେଠାରେ ଘର କରି ରହିଥିବା ଲୋକର ଘର ଭଙ୍ଗାରୁଜା କରି ଲୁଟ୍‌ କରିଥିବା ଅଭିଯୋଗରେ ଦାରିଙ୍ଗବାଡ଼ି ପୋଲିସ ରବିବାର ସନ୍ଧ୍ୟାରେ ବାପା,ପୁଅଙ୍କୁ ଗିରଫ କରି କୋର୍ଟ ଚାଳଣ କରିଛି। ଗିରଫ ବ୍ୟକ୍ତି ହେଲେ ଦାରିଙ୍ଗବାଡ଼ି ବାସିନ୍ଦା ପୀତବାସ ମାଳବିଷୋୟୀ ଏବଂ ତାଙ୍କ ପୁଅ ଆଲୋକ। ଗିରଫ ଦୁଇଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗ ହାଜତକୁ ପଠାଇଦିଆଯାଇଥିବା ଆଇଆଇସି କୌଶିକ ମାଝି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କନ୍ଧମାଳ View All

୧୭,୦୦୦ ଫାଭିପିରାଭିର ଟାବ୍‌ଲେଟ୍‌ ଜବତ

କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ...

କ୍ୟାନ୍‌ସର ରୋଗୀଙ୍କୁ ମିଳୁନି କେମୋଥେରାପି

ବରଗଡ଼ ଅଫିସ୍‌,୨୧।୬: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସ୍ଥାନୀୟ କ୍ୟାନ୍‌ସର ରୋଗୀଙ୍କୁ ମିଳୁଥିବା କେମୋଥେରାପି ଚିକିତ୍ସା ଏବେ ବନ୍ଦ ରହିଛି। ଫଳରେ ଜନସାଧାରଣରେ ପୁଣି ଅସନ୍ତୋଷ...

ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା

କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍‌ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍‌ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ...

ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ

ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି ।...

ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି...

ବିନା ଭକ୍ତରେ ହୋଇପାରେ ସ୍ନାନଯାତ୍ରା

ପୁରୀ ଅଫିସ, ୧ା୬: କୋଭିଡ୍‌ କଟକଣା ମଧ୍ୟରେ ବିନା ଭକ୍ତରେ ଚଳିତ ବର୍ଷର ସ୍ନାନଯାତ୍ରା ହୋଇପାରେ। ତେବେ ଏ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇନାହିଁ।...

ଜାଲରେ ପଡ଼ିଲା ହରିଣ, ଉଦ୍ଧାର କଲେ ଗ୍ରାମବାସୀ

ବାରିପଦା ଅଫିସ,୨୭ା୬: ଶିମିଳିପାଳ ଅଭୟାରଣ୍ୟରୁ ଶିକାରୀଙ୍କ କବଳରୁ ଖସି ଆସିଥିବା ହରିଣଟି ରବିବାର ଭୋର୍‌ରୁ ଜାଲରେ ଛନ୍ଦି ହୋଇପଡ଼ିଛି। ବାରିପଦା ବନଖଣ୍ଡ ଅଧୀନ ପିଠାବଟା ରେଞ୍ଜ...

ସିଏସ୍‌ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପଦୋନ୍ନତିକୁ ହଁ, ବଦଳିକୁ ନା
Next Post Next post:
ଡଙ୍ଗରିଆଙ୍କୁ ଠକୁଛନ୍ତି ଆନ୍ଧ୍ର ଦଲାଲ

Leave a comment

Cancel reply

Your email address will not be published. Required fields are marked *

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts