ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧୀନ ଯୌତୁକବାହାଲ ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କର ସାଢ଼େ ତିନି ବର୍ଷର ଝିଅକୁ ଫାର୍ସାରେ ହାଣି ହତ୍ୟା କରଛନ୍ତି। ଏହା ସହ ଅନ୍ୟ ୨ବର୍ଷ, ୫ବର୍ଷ ଓ ୧୨ବର୍ଷର ୩ ଝିଅ ଓ ସ୍ତ୍ରୀଙ୍କୁ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ଗଡ଼ପୋଷ ଗୋଷ୍ଠୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ହତ୍ୟାକାଣ୍ଡ ଭିଆଇଥିବା ବ୍ୟକ୍ତିଙ୍କ ନାମ ସୁଖୁ ଓରାମ ମଧ୍ୟ ନିଜର ବେକ କାଟି ଗୁରୁତର ହୋଇଛନ୍ତି। ଖବର ପାଇ ଗୋବିନ୍ଦପୁର ଓ ଗଡ଼ପୋଷ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସମସ୍ତଙ୍କୁ ଚିକିତ୍ସା ପାଇଁ ପଠାଇଥିବା ଜଣାପଡିଛି।
ବାପାଙ୍କ ଉନ୍ମତ୍ତକାଣ୍ଡ: ସାଢ଼େ ୩ ବର୍ଷର ଝିଅକୁ ହତ୍ୟା ପରେ ଅନ୍ୟ ୩ ଝିଅ, ସ୍ତ୍ରୀକୁ ହତ୍ୟା ଉଦ୍ୟମ
Posted inଆମ ଜିଲା ଖବର, ସମ୍ବଲପୁର View All
ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା
ଗଞ୍ଜାମ,୧।୬(ଡି.ଏନ୍.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ...
ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍...
ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...
ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ
ଛତ୍ରପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...
କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା
ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ...
ଏଥର ଛେରାପହଁରା କରିବେନି ଗଜପତି ମହାରାଜା
ପୁରୀ ଅଫିସ,୨୩।୬: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ...
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ
କଟକ ଅଫିସ, ୧ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ୩ଟି ମାମଲାରେ ତାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି।...
କଟକରୁ ଲମ୍ବିଛି ନକଲି ଔଷଧର ଚେର
ଝାରସୁଗୁଡା ଅଫିସ୍,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍ ହେଲ୍ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...


