E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ: ଅଷ୍ଟ୍ରେଲିଆ, ଜାପାନ, ଚାଇନା ବିଜୟୀ
11:21 amJune 17, 2021

ସିଓଲ,୧୭।୬: ୨୦୨୨ ଫିଫା ବିଶ୍ୱକପ୍‌ର ତୃତୀୟ ରାଉଣ୍ଡ କ୍ୱାଲିଫାଇଂରେ ଚାଇନା କର ବା ମର ସ୍ଥିତିର ସମ୍ମୁଖୀନ ହୋଇଥିଲା। ତେବେ ଚାଇନା ୩-୧ ଗୋଲରେ ସିରିଆକୁ ହରାଇ ତା’ର ଯୋଗ୍ୟତା ହାସଲ ଆଶା ବଜାୟ ରଖିଛି। ସିରିଆ ୮ ଗ୍ରୁପ ବିଜେତାଙ୍କ ମଧ୍ୟରୁ ଅନ୍ୟତମ ହୋଇଥିବାରୁ ବିଶ୍ୱକପ୍‌ ପାଇଁ ଯୋଗ୍ୟତା ହାସଲ ଦୌଡ଼ରେ ଆଗରେ ରହିଛି। ଏହି ବିଜୟ ଚାଇନା ପାଇଁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ଚାଇନା ଏଥିସହ ଶ୍ରେଷ୍ଠ ପ୍ରଦର୍ଶନ କରିଥିବାରୁ ଗ୍ରୁପ୍‌ ରନର୍ସଅପ୍‌ ବିବେଚିତ ହୋଇଛି। ସିରିଆ ୮ ମ୍ୟାଚ୍‌ ଖେଳି ୭ ବିଜୟ ସହ ୨୧ ପଏଣ୍ଟ ଓ ଚାଇନା ୮ ମ୍ୟାଚ୍‌ ଖେଳି ୬ ବିଜୟ ସହ ୧୯ ପଏଣ୍ଟ ପାଇ ଯଥାକ୍ରମେ ଗ୍ରୁପ୍‌ ଏ’ର ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଚାଇନା ମଧ୍ୟ କ୍ରମାଗତ ଚତୁର୍ଥ ବିଜୟ ହାସଲ କରିଛି। ୨୦୦୨ରେ ଶେଷଥର ପାଇଁ ଚାଇନା ବିଶ୍ୱକପ୍‌ ଖେଳିବାର ଯୋଗ୍ୟତା ହାସଲ କରିଥିଲା। ଏବେ ସେପ୍ଟେମ୍ବରରେ ତୃତୀୟ ରାଉଣ୍ଡ କ୍ୱାଲିଫାଇଂ ଆରମ୍ଭ ହେବ। ଅଷ୍ଟ୍ରେଲିଆ ୧-୦ ଗୋଲରେ ମଙ୍ଗଳବାର ଜୋର୍ଡାନକୁ ହରାଇଥିବା ବେଳେ ଜାପାନ ୫-୧ ଗୋଲରେ କିରଗିଜସ୍ତାନକୁ ପରାସ୍ତ କରିଛି।


ଦ୍ୱିତୀୟ ରାଉଣ୍ଡ କ୍ୱାଲିଫାଇଂରେ ଅଷ୍ଟ୍ରେଲିଆ ଓ ଜାପାନ ସବୁ ୮ଟି ଯାକ ମ୍ୟାଚ୍‌ ଜିତି ସ୍ଥାନ ହାସଲ କରି ତୃତୀୟ ରାଉଣ୍ଡ କ୍ୱାଲିଫାଇଂରେ ପ୍ରବେଶ କରିଛନ୍ତି। ଅଷ୍ଟ୍ରେଲିଆ ଗ୍ରୁପ୍‌ ବି’ରେ ଓ ଜାପାନ ଗ୍ରୁପ୍‌ ଏଫ୍‌’ରେ ୨୪ ଲେଖାଏ ପଏଣ୍ଟ ହାସଲ କରି ଶୀର୍ଷରେ ରହିଛନ୍ତି। ସେହିପରି ଗ୍ରୁପ୍‌ ସି’ରେ ଇରାନ ଓ ଇରାକ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଗ୍ରୁପ୍‌ ବି’ରେ ଅଷ୍ଟ୍ରେଲିଆ ପଛକୁ କୁଏଟ୍‌ ରହିଛି। ଗ୍ରୁପ୍‌ ଡି’ରେ ସୌଦି ଆରବ ଓ ଉଜ୍‌ବେକିସ୍ତାନ ଯଥାକ୍ରମେ ୨୦ ଓ ୧୫ ପଏଣ୍ଟ ହାସଲ କରି ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।
ସେହିପରି ଗ୍ରୁପ୍‌ ଇ’ରେ ୨୦୨୨ ବିଶ୍ୱକପ୍‌ ଆୟୋଜକ କାତାର ଓ ଓମାନ ଯଥାକ୍ରମେ ୨୨ ଓ ୧୮ ପଏଣ୍ଟ ହାସଲ କରି ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଭାରତ ଗ୍ରୁପ୍‌ ଇ’ରେ ୮ଟି ମ୍ୟାଚ୍‌ ଖେଳି ୧ ବିଜୟ, ୪ ଡ୍ର ଓ ୩ ପରାଜୟ ସହ ୭ ପଏଣ୍ଟ ହାସଲ କରି ତୃତୀୟ ସ୍ଥାନରେ ରହିଛି। ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟରୁ ଭାରତ ବାଦ୍‌ ପଡିଥିଲେ ମଧ୍ୟ ଏସିଆନ କପ୍‌ ତୃତୀୟ ରାଉଣ୍ଡ ପାଇଁ ଯୋଗ୍ୟତା ହାସଲ କରିଛି। ଗ୍ରୁପ୍‌ ଏଫ୍‌ରେ ଜାପାନ ପଛକୁ ଦ୍ୱିତୀୟ ସ୍ଥାନରେ ତାଜିକସ୍ତାନ ରହିଛି। ଗ୍ରୁପ୍‌ ଜି’ରେ ୟୁଏଇ ପ୍ରଥମ ଓ ଭିଏତ୍‌ନାମ ଦ୍ୱିତୀୟ ସ୍ଥାନରେ ରହିଛି। ଗ୍ରୁପ୍‌ ଏଚ୍‌’ରେ ଦକ୍ଷିଣ କୋରିଆ ୧୬ ପଏଣ୍ଟ ପାଇ ପ୍ରଥମ ଓ ଲେବାନନ ୧୦ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି

ରିଓ ଡି ଜାନେଇରୋ,୧୬।୬: ଚିଲି ବିପକ୍ଷରେ ଆର୍ଜେଣ୍ଟିନା ତା’ର ପ୍ରଥମ ମ୍ୟାଚ୍‌ରେ କିମ୍ବଦନ୍ତୀ ଫୁଟ୍‌ବଲର ଡିଏଗୋ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲା। ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କ...

ଉଗାଣ୍ଡା ଅଲିମ୍ପିକ ଟିମ୍‌ର ଜଣେ ସଦସ୍ୟଙ୍କୁ କରୋନା

ଟୋକିଓ, ୨୧ା୬ (ଏପି)-ଉଗାଣ୍ଡା ଅଲିମ୍ପିକ ଟିମ୍‌ରେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଉ ୫ସପ୍ତାହ ପରେ ଟୋକିଓ ଗେମ୍ସ ଆରମ୍ଭ ହେବ। ଏଥିରେ ଭାଗ...

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି...

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ ଜେଡେନ ସିଲ୍ସ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ ଲୁସିଆ), ୬ା୬(ପି.ଟି.)-ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ୧୭ ଜଣିଆ...

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ଅଷ୍ଟ୍ରେଲୀୟ ଲେଗ ସ୍ପିନର ଆଦାମ ଜାମ୍ପା ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହାଟୀ ଲେ ପାଲମେରଙ୍କୁ ବିବାହ କରିଛନ୍ତି। ଗତ...

ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ

ଢାକା,୧୧।୬ : ବାଂଲାଦେଶର ଘରୋଇ ଟି୨୦ ଟୁର୍ନାମେଣ୍ଟ ଢାକା ଲିଗ୍‌ରେ ଶୁକ୍ରବାର ଏକ ଅପ୍ରିତିକର ଘଟଣା ଘଟିଛି। ଅମ୍ପାୟରଙ୍କୁ ଅସଦାଚରଣ କରିବା ସହ ଷ୍ଟମ୍ପକୁ ଗୋଇଠା...

ଟୋକିଓ ଅଲିମ୍ପିକ୍ସ: ୨ ଓଡ଼ିଆଙ୍କୁ ଟିକେଟ

ନୂଆଦିଲ୍ଲୀ,୧୮।୬: ଟୋକିଓ ଅଲମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଟିମ୍‌ର ୧୬ଜଣିଆ ସ୍କ୍ବାଡ୍‌ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ୨ ଓଡ଼ିଆ। ସେମାନେ...

ବ୍ରାଜିଲ କୋଚ୍‌ ଟିଟେଙ୍କୁ ଜରିମାନା

ସାଓ ପାଉଲୋ,୨୫।୬: କୋଭିଡ୍‌-୧୯ ମହାମାରୀ ଭୟାବହତା ଜାରି ରହିଥିବା ବେଳେ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆୟୋଜନକୁ ସମାଲୋଚନା କରିବା ବ୍ରାଜିଲ କୋଚ୍‌ ଟିଟେଙ୍କୁ ଭାରି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏକ୍‌ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି
Next Post Next post:
ସ୍ବମନ୍ଦିର ଫେରିଲେ ଦେବଦମ୍ପତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts