E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ଫୁରସତ

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…
3:02 pmJune 12, 2021

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିହାରର ଗୋପାଳଗଞ୍ଜ ଜିଲାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଭୋରେ ଥାନା ଅଞ୍ଚଳର ସିସଇ ଟୋଲା ଭଟଓ୍ବଲିଆଠାରେ ଏଭଳି ଘଟଣା ଘଟିଛି। ବରଯାତ୍ରୀମାନଙ୍କ ମଧ୍ୟରେ ଖଣ୍ଡେ ମାଛ ପିସ୍‌କୁ ନେଇ ଟଣାଓଟରା ପରେ ଏହା ମାରପିଟ୍‌ରେ ପରିଣତ ହୋଇଥିଲା। ଶେଷରେ ୧୧ ଜଣ ଆହତ ହେବା ସହିତ ବହୁ ବରଯାତ୍ରୀ ଖଣ୍ଡିଆ ଖାବରା ହୋଇଥିଲେ। ଗୁରୁବାର ଛଟୁ ଗୋଣ୍ଡେଙ୍କ ବିବାହରେ ଏଭଳି ଘଟିଛି। ମାଛ ମୁଣ୍ଡ ଏବଂ ଭଲ ମାଛ ଖଣ୍ଡ ପାଇବା ପାଇଁ ଗଣ୍ଡଗୋଳ ହୋଇଥିଲା। ଶୁକ୍ରବାର ଆହତଙ୍କୁ ଭୋରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ଫୁରସତ View All

ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍‌ପି...

ଦିବାଲୋକରେ ଭାଜପା ନେତ୍ରୀଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ

ବେଙ୍ଗାଲୁରୁ,୨୪।୬: କର୍ନାଟକରେ ଶାସନ କରୁଥିବା ଭାଜପାର ନେତ୍ରୀ ତଥା ଦୁଇ ଥର ବୃହତ୍‌ ବେଙ୍ଗାଲୁରୁ ମହାନଗର ପାଳିକା (ବିବିଏମ୍‌ପି) କର୍ପୋରେଟର ରେଖା କାଦିରେଶଙ୍କୁ ହତ୍ୟା କରାଯାଇଛି।...

କ୍ଷମା ମାଗିଲେ ହରଭଜନ

ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି...

ସ୍ବିସ୍‌ ବ୍ୟାଙ୍କ୍‌ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି

ନୂଆଦିଲ୍ଲୀ,୧୭।୬: ସ୍ବିସ୍‌ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ...

ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍‌ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ...

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ...

ଭୁଲ ମାଗିଲା ଗୁଗଲ

ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ...

କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ

ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…
Next Post Next post:
ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts