E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ସୌଭାଗ୍ୟ ବୃଦ୍ଧି ପାଇଁ କରିବେ କେଉଁ ପ୍ରକାର ଯୋଗାସନ, ଜାଣନ୍ତୁ …
12:39 pmJune 21, 2021

ସୁସ୍ବାସ୍ଥ୍ୟ ପାଇଁ ଦୈନଦିନ ଜୀବନରେ ଯୋଗାସନ କରିବା ଜରୁରୀ। ତେବେ ଜାତକରେ ବିଭିନ୍ନ ଗ୍ରହଙ୍କୁ ସନ୍ତୁଷ୍ଟ କରିବା ସହିତ ସୌଭାଗ୍ୟ ବୃଦ୍ଧି ଲାଗି ଭିନ୍ନ ଭିନ୍ନ ଯୋଗାସନ ସମ୍ପର୍କରେ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ କରାଯାଇଛି।

ସୂର୍ଯ୍ୟଙ୍କୁ ସନ୍ତୁଷ୍ଟ କରିବା ପାଇଁ ପ୍ରତିଦିନ ସକାଳେ ସୂର୍ଯ୍ୟ ନମସ୍କାର କରିବା ଆବଶ୍ୟକ। ଏହାଦ୍ୱାରା ଆତ୍ମ ବିଶ୍ୱାସ ବୃଦ୍ଧି ହେବା ସହିତ ହାର୍ଟ ସମସ୍ୟା, ଆନିମିଆ, ସ୍ନାୟୁ ବିକାର ସମସ୍ୟା ଦୂର ହୋଇଥାଏ।

ଜାତକରେ ଚନ୍ଦ୍ର ଦୁର୍ବଳ ଥିଲେ ଭସ୍ତ୍ରିକା ପ୍ରାଣାୟମ କରିବା ଆବଶ୍ୟକ। ଫଳରେ ଭାବ ପ୍ରବଣତା ଦୂର ହୋଇ ମନ ଶାନ୍ତ ହୋଇଥାଏ। ଏଭଳି କ୍ଷେତ୍ରରେ ଅନୁଲୋମ ବିଲୋମ ପ୍ରାଣାୟମ ମଧ୍ୟ କଲେ ଚିଡ଼ିଚିଡ଼ାପଣ ଦୂର ହୋଇଥାଏ।

ମଙ୍ଗଳ ଗ୍ରହ ଦୁର୍ବଳ ଥିଲେ କୌଣସି କାର୍ଯ୍ୟ କରିବାକୁ ଇଛା ହୁଏନା। ଆଳସ୍ୟପଣ ବୃଦ୍ଧି ପାଏ। ଦାମ୍ପତ୍ୟ ଜୀବନରେ ଅଶାନ୍ତି ଲାଗି ରୁହେ। ଦମ୍ପତିଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ପ୍ରତି ଆଗ୍ରହ କମିଯାଏ। ଏପରିସ୍ଥଳେ ପଦ୍ମାସନରେ ବସି ଯୋଗ କରିବା ସହିତ ମୟୂରାସନ କରିବା ଆବଶ୍ୟକ।

ବୁଧ ଗ୍ରହ ଦୁର୍ବଳ ଥିଲେ ନିଷ୍ପତ୍ତି ଗ୍ରହଣ କରିବା କ୍ଷମତା ପ୍ରଭାବିତ ହୁଏ। ଏହା ସହିତ ତ୍ୱଚା ସମ୍ପର୍କିତ ସମସ୍ୟ ମଧ୍ୟ ସୃଷ୍ଟି ହୋଇଥାଏ। ଏଭଳି ବ୍ୟକ୍ତି ଭସ୍ତ୍ରିକା ପ୍ରାଣାୟମ ସହିତ ବାଳସନ, ଉତ୍ତନାସନ, ଶୀର୍ଷାସନ ଆଦି କଲେ ଏକାଗ୍ରତାରେ ବୃଦ୍ଧି ଘଟିଥାଏ।

ସେହିପରି ଜାତକରେ ଦେବଗୁରୁ ବୃହସ୍ପତି ଦୁର୍ବଳ ଥିଲେ କ୍ୟାରିୟରରେ ସଫଳତା ମିଳେନା। ତେଣୁ କପାଳ ଭାତି ପ୍ରାଣାୟମ ସହିତ ସୂର୍ଯ୍ୟ ନମସ୍କାରର ୧୨ଟି ଆସନ କରିବା ଜରୁରୀ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ କରାଯାଇଛି। ଏହା ଦ୍ୱାରା ମେଦବହୁଳତା, ଡାଇବେଟିସ୍‌, ଲିଭର ଏବଂ ପେଟ ସମସ୍ୟା ଦୂର ହୋଇଥାଏ।

ଜାତକରେ ଶୁକ୍ର ଦୁର୍ବଳ ଥିଲେ ଯୌନଜୀବନ ପ୍ରଭାବିତ ହେବା ସହିତ ମହିଳାଙ୍କ କ୍ଷେତ୍ରରେ ଗର୍ଭଧାରଣ ସମସ୍ୟା ସୃଷ୍ଟି ହୋଇଥାଏ। ଏଭଳି ବ୍ୟକ୍ତି ଧନୁରାସନ, ହଳାସନ, ଭୂଜଙ୍ଗାସନ, ସେତୁବନ୍ଧାସନ,ଗରୁଡ଼ାସନ ସହିତ ତ୍ରିବନ୍ଧ ଏବଂ ମୂଳବନ୍ଧ ପ୍ରାଣାୟମ କରିବା ଆବଶ୍ୟକ।

ଶନିଦେବଙ୍କୁ ସନ୍ତୁଷ୍ଟ କରିବା ଲାଗି ଭ୍ରାମରୀ ପ୍ରାଣାୟମ କରିବା ଜରୁରୀ। ଏହା ସହିତ କପାଳଭାତି ଏବଂ ମଣ୍ଡୁକାସନ ମଧ୍ୟ କଲେ ସୁଫଳ ମିଳିଥାଏ।

ସେହିପରି ଜାତକରେ ରାହୁ ଏବଂ କେତୁ ଦୁର୍ବଳ ଥିଲେ ଭ୍ରାମରୀ ଏବଂ କପାଳ ଭାତି ପ୍ରାଣାୟମ ସହିତ ଶୀର୍ଷାସନ କରିବା ଆବଶ୍ୟକ ବୋଲି ଜ୍ୟୋତିଷ ଶାସ୍ତ୍ରରେ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍‌: ଆଇସିଇଆର୍‌…

ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍‌ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍‌ମାନେ ୟୁଏଫ୍‌ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...

ସ୍ବାମୀ ଅନିଲ ଅମ୍ବାନୀଙ୍କୁ ଜନ୍ମଦିନରେ ଏମିତି ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଟିନା

ଆଜି ଅର୍ଥାତ୍‌ ଜୁନ୍‌ ୪ରେ ହେଉଛି ବିଶିଷ୍ଟ ଶିଳ୍ପପତି ଅନିଲ ଅମ୍ବାନୀଙ୍କ ଜନ୍ମଦିନ। ଏହି ଅବସରରେ ସ୍ତ୍ରୀ ଟିନା ଅମ୍ବାନୀ ସ୍ବାମୀ ଅନିଲଙ୍କ ପାଇଁ ଜନ୍ମଦିନର...

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭...

ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି

ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର...

ରୋଜଗାର ଟଙ୍କାରେ ଭଉଣୀକୁ ଶାଢ଼ୀ ଦେଇଥିଲି: ଡ. ତୁଳସୀ ଓଝା

କଟକ ଜିଲା ସିଦ୍ଧେଶ୍ୱରପୁରରେ ମୋ ଜନ୍ମ। ସ୍ଥାନୀୟ ଗୋପାଳ ସ୍ମୃତି ବିଦ୍ୟାପୀଠରୁ ମାଟ୍ରିକ୍‌ ପାସ୍‌ କରିବା ପରେ ଶୈଳବାଳା କଲେଜରେ ନାଁ ଲେଖାଇଥିଲି। ସେଠାରୁ ଅର୍ଥନୀତି...

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...

ଗୁପ୍‌ଚୁପ୍‌ରେ ମୁଦି ରଖି ପ୍ରେମିକାଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରେମିକ; ଆଉ ତା’ ପରେ..

ନୂଆଦିଲ୍ଲୀ: ସାଥୀଙ୍କୁ ନିଜର ମନ କଥା କହିବା ଏବଂ ପରେ ବିବାହ ପାଇଁ ପ୍ରପୋଜ କରିବାର ଭିନ୍ନ ଭିନ୍ନ ଉପାୟ ଆପଣ ଦେଖିଥାଇପାରନ୍ତି। କିଏ ଫୁଲତୋଡ଼ା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୁଅର ପ୍ରଥମ ଝଲକ୍‌ ଦେଖାଇଲେ କପିଲ୍‌ ଶର୍ମା
Next Post Next post:
ଶ୍ୱେତ କବକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts