E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ
9:42 amJune 8, 2021

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୫ ଜଣ ମହିଳା ଥିବା ଜଣାପଡ଼ିଛି। ଉକ୍ତ କାରଖାନାରେ ସାନିଟାଇଜର ତିଆରି ହେଉଥିଲା। ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ପୁଣେର ଏସ୍‌ଭିଏସ୍‌ ଆକ୍ୱା ଟେକ୍‌ନୋଲୋଜି କାରଖାନାରେ ନିଅଁ। ଲାଗିଲା ବେଳେ ୩୭ କର୍ମଚାରୀ କାର୍ଯ୍ୟରତ ଥିଲେ। ନିଅଁ।ଲିଭା କାର୍ଯ୍ୟରେ ୬ଟି ଦମକଳକୁ ନିୟୋଜିତ କରାଯାଇଛି। ସାନିଟାଇଜର ଫାର୍ମ ପରିସର ଧୂଅଁ।ଭର୍ତ୍ତି ହୋଇଥିବା ଦେଖାଯାଇଛି। ପ୍ଲାଷ୍ଟିକ୍‌ ସାମଗ୍ରୀ ପ୍ୟାକିଂ ହେଉଥିବା ସ୍ଥାନରେ ପ୍ରଥମେ ନିଅଁ। ଲାଗିଥିଲା। ଅଗ୍ନିଶମ ବିଭାଗର କହିବା ଅନୁଯାୟୀ ପ୍ୟାକେଜିଂ ସେକ୍ସନରେ ସ୍ପାର୍କିଂରୁ ଅଗ୍ନିକାଣ୍ଡ ହୋଇଥିଲା। ଚାରିଆଡ଼େ ପ୍ଲାଷ୍ଟିକ୍‌ ସାମଗ୍ରୀ ରହିଥିବାରୁ ନିଅଁ। ଖୁବ୍‌ଶୀଘ୍ର ବ୍ୟାପିଯାଇଥିଲା। ୧୭ ଜଣ କର୍ମଚାରୀ ନିଖୋଜ ଥିବା କମ୍ପାନୀ ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…

ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ...

ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…

ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର...

ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍‌ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ...

ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ

ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ...

ଡୋମିନିକାରେ ୮ ଜଣିଆ ଟିମ୍‌

ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍‌ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ...

ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…

ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ...

୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...

୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ

ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶୁଟିଂ ସେଟ୍‌ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ
Next Post Next post:
ବିନା ନମୁନାରେ ଜାଣିହେବ ରକ୍ତଶୂନ୍ୟତା, ସର୍କରା ସ୍ଥିତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts