ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୫ ଜଣ ମହିଳା ଥିବା ଜଣାପଡ଼ିଛି। ଉକ୍ତ କାରଖାନାରେ ସାନିଟାଇଜର ତିଆରି ହେଉଥିଲା। ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ପୁଣେର ଏସ୍ଭିଏସ୍ ଆକ୍ୱା ଟେକ୍ନୋଲୋଜି କାରଖାନାରେ ନିଅଁ। ଲାଗିଲା ବେଳେ ୩୭ କର୍ମଚାରୀ କାର୍ଯ୍ୟରତ ଥିଲେ। ନିଅଁ।ଲିଭା କାର୍ଯ୍ୟରେ ୬ଟି ଦମକଳକୁ ନିୟୋଜିତ କରାଯାଇଛି। ସାନିଟାଇଜର ଫାର୍ମ ପରିସର ଧୂଅଁ।ଭର୍ତ୍ତି ହୋଇଥିବା ଦେଖାଯାଇଛି। ପ୍ଲାଷ୍ଟିକ୍ ସାମଗ୍ରୀ ପ୍ୟାକିଂ ହେଉଥିବା ସ୍ଥାନରେ ପ୍ରଥମେ ନିଅଁ। ଲାଗିଥିଲା। ଅଗ୍ନିଶମ ବିଭାଗର କହିବା ଅନୁଯାୟୀ ପ୍ୟାକେଜିଂ ସେକ୍ସନରେ ସ୍ପାର୍କିଂରୁ ଅଗ୍ନିକାଣ୍ଡ ହୋଇଥିଲା। ଚାରିଆଡ଼େ ପ୍ଲାଷ୍ଟିକ୍ ସାମଗ୍ରୀ ରହିଥିବାରୁ ନିଅଁ। ଖୁବ୍ଶୀଘ୍ର ବ୍ୟାପିଯାଇଥିଲା। ୧୭ ଜଣ କର୍ମଚାରୀ ନିଖୋଜ ଥିବା କମ୍ପାନୀ ପକ୍ଷରୁ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.