କଥାରେ ଅଛି, ‘ଆରେ ଢାମଣା, ବୁଲି ବୁଲି ପୁଣି ସେଇ ଅଗଣା।’ ଦେଖୁନାହାନ୍ତି, ଫିଲ୍ମଟିର କାହାଣୀ ବିଷୟରେ ଶୁଣିବା ପରେ ସେ ଏଥିରେ ଅଭିନୟ କରିବେ କି ନାହିଁ ସେ ନେଇ ଦୋଛକିରେ ପଡିଥିଲେ। କିନ୍ତୁ ସେପଟେ ପ୍ରଯୋଜକ ମାଇଣ୍ଡ ମେକଅପ କରିନେଇଥିଲେ ଯେ ଏହି ନାୟିକାଙ୍କୁ ସେ ଯେମିତି ହେଲେ ସାଇନ୍ କରାଇବେ। ଏ ବିଷୟରେ ସମ୍ପୂର୍ଣ୍ଣ କଥା ଜାଣିବା ପୂର୍ବରୁ ନାୟିକା ଜଣକ କିଏ ଜାଣିବେନି ? ସେ ହେଲେ ଇଲିୟାନା ଡି’କ୍ରୁଜ୍। କଥା କ’ଣ କି ନିକଟରେ ଏକ ଅନଟାଇଟଲ୍ଡ ଫିଲ୍ମରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କାହାଣୀଟି ସିନା ତାଙ୍କର ପସନ୍ଦ ହେଲା, ହେଲେ ଏ ନେଇ ହଁ ଭରିବାକୁ ସେ ଅଡୁଆରେ ପଡିଯାଇଥିଲେ। କାରଣ ଏଥିରେ କେତୋଟି ଗରମାଗରମ ଶଟ୍ ଦେବାକୁ ପଡ଼ିବ। ହେଲେ କିଛି ଦିନ ପରେ ଇଲିୟାନା ଏଥିରେ ଅଭିନୟ କରିବାକୁ ରାଜି ଅଛନ୍ତି ବୋଲି ପ୍ରଯୋଜକଙ୍କୁ ଜଣାଇ ଦେଇଥିଲେ। ଶୁଣିବାକୁ ମିଳୁଛି ଯେ, ଏହି ଫିଲ୍ମ ପାଇଁ ତାଙ୍କର ପାରିଶ୍ରମିକକୁ ବଢ଼ାଇ ଦିଆଯାଇଛି। ଅନ୍ୟପକ୍ଷରେ ‘ଅନଫେୟାର ଆଣ୍ଡ ଲଭଲି’ ଟାଇଟଲବିଶିଷ୍ଟ ଏକ ସିନେମାରେ ମଧ୍ୟ ଇଲିୟାନା ଅଭିୟନ କରୁଛନ୍ତି। ଏହି ଫିଲ୍ମରେ ତାଙ୍କ ଅପୋଜିଟ୍ରେ ଅଛନ୍ତି ରଣଦୀପ ହୁଦା
ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ୧୪ ଜୁନ୍ ୨୦୨୦ରେ ନିଜ ବାନ୍ଦ୍ରା ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଯାହା ପରେ ସୁଶାନ୍ତ...
ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ
ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା...
ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ
ହଲିଉଡ ଅଭିନେତ୍ରୀ ଲିସା ବାନେସଙ୍କ ପରଲୋକ ଘଟିଛି। ନ୍ୟୁୟର୍କ ସହରରେ ଘଟିଥିବା ଏକ ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଥିଲେ, ପରେ ତାଙ୍କୁ ଗୁରୁତର ଅବସ୍ଥାରେ...
ଆଖିବୁଜିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା
କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ...
ରିୟାଙ୍କ ନିକଟକୁ ଆସୁଛି ଅଫର ପରେ ଅଫର, ବଡ଼ ପ୍ରୋଜେକ୍ଟରେ ଆସିବେ ନଜର
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ। ଏହି ପ୍ରୋଜେକ୍ଟ ବିଷୟରେ ରିୟା ଏବେ ଚିନ୍ତା କରୁଛନ୍ତି। ରିୟା ଶେଷଥର...
ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…
ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର...
କାହିଁକି ନାମରେ ଅଛି ଦୁଇଥର ‘ଏନ୍’ ଆଉ ‘ଆର୍’; ଅଭିନେତା କହିଲେ…
ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ...
ଏକଦା ଶାହାରୁଖଙ୍କୁ ‘କୁକୁର’ ବୋଲି ସମ୍ବୋଧନ କରିଥିଲେ ମିଷ୍ଟର ପରଫେକ୍ଟ: କହିଥିଲେ ‘ମୋ ପାଦ ଚାଟୁଛି’; ଆଉ…
ବମ୍ବେ: ବଲିଉଡ୍ର ମିଷ୍ଟର ପରଫେକ୍ଟ ନାମରେ ଖ୍ୟାତ ଆମିର ଖାନ। ଏକଦା ସେ ନିଜର ବ୍ଲଗରେ କିଙ୍ଗ ଖାନଙ୍କୁ ନିଜର କୁକୁର ବୋଲି କହିଥିଲେ। ଏହି...


