E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ
12:51 pmJune 2, 2021

ଲଣ୍ଡନ,୨ା୬: ମାର୍ଚ୍ଚ ୨୦୨୦ ପରଠାରୁ ବ୍ରିଟେନରେ କରୋନା ଜନିତ ମୁତ୍ୟୁ ହୋଇନାହିଁ। ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି।

ସରକାରୀ ଆକଳନରୁ ଜଣାପଡ଼ିଛି, ଦେଶରେ ୨୮ ଦିନ ମଧ୍ୟରେ ୩,୧୬୫ ନୂତନ ମାମଲା ରିପୋର୍ଟ କରାଯାଇଥିବା ବେଳେ ସୋମବାରରେ ୩,୩୮୩ଟି ମାମଲା ରିପୋର୍ଟ ହୋଇଥିଲା। ଗୋଟିଏ ସପ୍ତାହ ପୂର୍ବରୁ ୨,୪୯୩ଟି କରୋନା ମାମଲା ପ୍ରକାଶ ପାଇଥିଲା।

ସୂଚନାଯୋଗ୍ୟ, ୧୧ ମାର୍ଚ୍ଚ ୨୦୨୦ ପରଠାରୁ ମୃତ୍ୟୁ ତାରିଖ ରେକର୍ଡ କରାଯାଇ ନ ଥିବା ଗୋଟିଏ ଦିନ ହୋଇନାହିଁ। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ଦ୍ୱାରା ପ୍ରକାଶିତ ପୃଥକ୍‌ ଆକଳନରୁ ଜଣାପଡିଛି ଯେ, ବ୍ରିଟେନରେ ୧, ୫୩,୦୦୦ ମୃତ୍ୟୁ ପଞ୍ଜୀକୃତ ହୋଇଛି ଯାହା କରୋନା ଭାଇରସ ଯୋଗୁ ବୋଲି ଉଲ୍ଲେଖ କରାଯାଇଛି। ମୃତ୍ୟୁ ପ୍ରମାଣପତ୍ର ବ୍ରିଟେନର ସ୍ବାସ୍ଥ୍ୟ ସଚିବ ମ୍ୟାଟ୍‌ ହାନକକ କହିଛନ୍ତି ଯେ, ଏହି ଖବର ଶୁଣି ସମଗ୍ର ଦେଶ ଖୁସି ହେବେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଏଲ୍‌ ସାଲଭେଡରରେ ବୈଧ ହେବ ବିଟ୍‌କଏନ

ସେଣ୍ଟ୍ରାଲ ଆମେରିକାର ଦେଶ ଏଲ୍‌ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ୍‌କୁ ବୈଧ କରିବାକୁ ଯୋଜନା କରିଛି। ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ୍‌...

ସେନା ବିମାନ ଦୁର୍ଘଟଣା: ୧୨ ମୃତ

ନାପିତାଉ,୧୦ା୬: ମ୍ୟାନ୍‌ମାର ସେନାର ଏକ ବିମାନ ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେନା ପକ୍ଷରୁ କୁହାଯାଇଛି। ବିମାନଟି ରାଜଧାନୀ ନାପିତାଉରୁ...

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ...

୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା...

ଆତଙ୍କବାଦୀ ହାଫିଜ୍‌ ସୟିଦ୍‌ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ

ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର...

ଜେନେଭାରେ ବାଇଡେନ୍‌-ପୁଟିନ୍‌ ସମିଟ୍‌

ଜେନେଭା, ୧୭।୬: ଆମେରିକା ଓ ରୁଷିଆ ମଧ୍ୟରେ ଦୀର୍ଘ ବର୍ଷ ହେଲା ଉତ୍ତେଜନା ଲାଗି ରହିଥିବାବେଳେ ଜେନେଭା ସମ୍ମିଳନୀ ଅବସରରେ ଦୁଇ ରାଷ୍ଟ୍ରପତି ଜୋ ବାଇଡେନ୍‌...

୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…

ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ...

ଗଣତନ୍ତ୍ର ସପକ୍ଷରେ ମ୍ୟାନ୍‌ମାର ସୈନ୍ୟ

ନାପିତାଉ, ୧୩ା୬(ଆଇଏଏନ୍‌ଏସ୍‌): ମ୍ୟାନ୍‌ମାରରେ ଗଣତନ୍ତ୍ର ଫେରାଇ ଆଣିବାକୁ ସେନା ଶାସନ ବିରୋଧରେ ଫେବୃୟାରୀ ୧ରୁ ଲୋକେ ଆନ୍ଦୋଳନ ଜାରି ରଖିଥିବାବେଳେ ଏବେ ଧୀରେ ଧୀରେ ଏଥିରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ
Next Post Next post:
କ୍ରିକେଟର ବ୍ଲକବଷ୍ଟର ମାସ ଆରମ୍ଭ: ୨୪ ଦିନରେ ନିଅନ୍ତୁ ୧୮ ଅନ୍ତର୍ଜାତୀୟ ମ୍ୟାଚ୍‌ର ମଜା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts