ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ। ଫିଲ୍ମ ବ୍ଲାକ୍ରେ ୨୦୦୫ରେ ସହଯୋଗୀ ନିର୍ଦ୍ଦେଶକ ଭାବେ କାମ ଆରମ୍ଭ କରିଥିଲେ। ୨୦୦୭ରେ ସାବରିୟା ମାଧ୍ୟମରେ ସୋନମ ବଲିଉଡ୍ରେ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ। ଏହି ଫିଲ୍ମରେ ତାଙ୍କ ଓଜନ କମାଇବା ପାଇଁ ନିର୍ଦ୍ଦେଶକ ସଞ୍ଜୟଲୀଲା ଭସାଂଲୀ ପରାମର୍ଶ ଦେଇଥିଲେ। ସୋନମ ଫିଲ୍ମରେ ଅଭିନୟ କରିବା ଲାଗି ନିଜ ଓଜନ ୩୫ କିଗ୍ରା ପର୍ଯ୍ୟନ୍ତ କମାଇଥିଲେ। ଫିଲ୍ମରେ ଅଭିନୟ କରି ସେ ବଲିଉଡ୍ରେ ରାତାରାତି ସେ ଷ୍ଟାର୍ ଡମ ହାସଲ କରିଥିଲେ। ଏହାପରେ ୨୦୧୦ରେ ଆଇ ହେଟ୍ ଲଭ୍ ଷ୍ଟୋରିଜ୍, ଆଇଶା, ୨୦୧୩ରେ ରାଝଂନା, ଭାଗ୍ ମିଲ୍ଖା ଭାଗ୍, ୨୦୧୫ରେ ପ୍ରେମ ରତନ ଧନ ପାଓ, ୨୦୧୮ରେ ସଞ୍ଜୁ ଆଦିରେ ଅଭିନୟ କରି ବେଶ୍ ସଫଳତା ହାସଲ କରିଥିଲେ। ୨୦୧୮ରେ ଆନନ୍ଦ ଆହୁଜାଙ୍କୁ ବିବାହ କରିଥିଲେ।
ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍...
ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...
କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...
ପୁଣି ଟପ୍ଲେସ୍ ହେଲେ ଏହି ସୁନ୍ଦରୀ ଅଭିନେତ୍ରୀ; ସୋସିଆଲ ମିଡିଆରେ ପଡ଼ିଛି ଚହଳ
ବମ୍ବେ: ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ କିଆରା ଆଡଭାଣୀ ଜଣେ। ପରଦାରେ କେବେ ଚୁଲବୁଲି ତ କେବେ ସାଧାସିଧା ଚରିତ୍ରରେ ନଜର ଆସୁଥିବା କିଆରା ବେଶ୍...
ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ
ମୁମ୍ବାଇ: ବଲିଉଡ୍ କୁଇନ୍ ଶ୍ରୀଦେବୀଙ୍କ ଅବିକଳ ନକଲ ହେଉଛନ୍ତି ତାଙ୍କ ଝିଅ ଜାହ୍ନବୀ କପୁର। ମା’ ଶ୍ରୀଦେବୀଙ୍କ ନିଧନ ପରେ ତାଙ୍କର ଅଧୁରା ସ୍ବପ୍ନ ପୂରା...
ପ୍ରଥମେ ନା, ପରେ ହଁ
କଥାରେ ଅଛି, ‘ଆରେ ଢାମଣା, ବୁଲି ବୁଲି ପୁଣି ସେଇ ଅଗଣା।’ ଦେଖୁନାହାନ୍ତି, ଫିଲ୍ମଟିର କାହାଣୀ ବିଷୟରେ ଶୁଣିବା ପରେ ସେ ଏଥିରେ ଅଭିନୟ କରିବେ...
ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…
ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର...
ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ
ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ...


