E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ବୋଲ୍ଡ ଶଟ୍‌ ପାଇଁ..
2:25 pmJune 6, 2021

କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ ଗୋଟିଏ କଥାକୁ ନେଇ ସେ ଆଗପଛ ହେଉଥିଲେ। ହେଲେ କିଛି ଦିନ ପରେ ସେ ନେଇ ନିଜର ମାଇଣ୍ଡ ମେକଅପ କରି ନିଜର ସମ୍ମତି ପ୍ରଦାନ କରିଥିଲେ। କଥା କ’ଣ କି ଏଥିରେ ତାଙ୍କୁ ବିକିନି ପିନ୍ଧି ଶଟ୍‌ ଦେବାକୁ ପଡିବ, ତେଣୁ ସେ ନେଇ ଦୋଛକିରେ ପଡିଥିଲେ। ଏ ସମ୍ପର୍କରେ କିଆରା କହନ୍ତି, ‘ଏହି ଫିଲ୍ମରେ ମୋତେ ବିକିନି ପିନ୍ଧିବାକୁ ପଡିବ। ହେଲେ ତାହାର ସଂଯୋଗ କାହାଣୀ ସହ ରହିଛି। ସେପରି ଶଟ୍‌କୁ ନେଇ ମୋ ମନରେ ପ୍ରଥମେ ଟିକେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା। ହେଲେ ପରେ ନିଜକୁ ଏ ନେଇ ମୁଁ ବୁଝାଇ ଦେଇଥିଲି।’ ଏବେ କିଆରା ମାଳଦ୍ୱୀପରେ ଛୁଟି କଟାଉଛନ୍ତି। ସେଠାରେ ବିଭିନ୍ନ ଟୁରିଷ୍ଟ ସ୍ଥାନ ବୁଲିବା ସହ ଫଟୋ ଉଠାଇ ନିଜ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ପୁଣି ଟପ୍‌ଲେସ୍‌ ହେଲେ ଏହି ସୁନ୍ଦରୀ ଅଭିନେତ୍ରୀ; ସୋସିଆଲ ମିଡିଆରେ ପଡ଼ିଛି ଚହଳ

ବମ୍ବେ: ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ କିଆରା ଆଡଭାଣୀ ଜଣେ। ପରଦାରେ କେବେ ଚୁଲବୁଲି ତ କେବେ ସାଧାସିଧା ଚରିତ୍ରରେ ନଜର ଆସୁଥିବା କିଆରା ବେଶ୍‌...

ବଲିଉଡ୍‌ ସେଲିବ୍ରିଟିଙ୍କ ଡାକନାମ ଜାଣିଲେ ହସି ହସି ଗଡିବେ

ବଲିଉଡରେ ଅନେକ ତାରକା ଅଛନ୍ତି ଯେଉଁମାନେ ଫିଲ୍ମରେ ଅଭିନୟ କରିବା ପୂର୍ବରୁ ସେମାନଙ୍କ ନାମ ପରିବର୍ତ୍ତନ କରିଥିଲେ। ଅନେକ ସେଲିବ୍ରିଟିଙ୍କ ଡାକ ନାଁ ଜାଣିଲେ ତାଙ୍କ...

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା...

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି...

ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ...

ହନିମୁନ୍‌ରେ ଏହି ଅଭିନେତ୍ରୀଙ୍କୁ ନିଲାମ ଡାକିବେ ବୋଲି କହିଥିଲେ ସ୍ବାମୀ, ଗର୍ଭବତୀ ସମୟରେ ଖାଇଥିଲେ ମାଡ଼

ବଲିଉଡ୍‌ ଅଭିନେତ୍ରୀ କରିସ୍ମା କପୁର ୯୦ ଦଶକର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ତାଙ୍କ ଅଭିନୟ ଜୀବନ ଯେତିକି ସଫଳ ତାଙ୍କ ବୈବାହିକ ଜୀବନ ସେତିକି...

ବଲିଉଡ୍‌ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି

ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍‌ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା...

ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା

ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରଥମେ ନା, ପରେ ହଁ
Next Post Next post:
୧୦ ଜୁନ୍‌ରେ ସୂର୍ଯ୍ୟପରାଗ, ଜାଣନ୍ତୁ ଆପଣଙ୍କ ରାଶିର ଫଳାଫଳ …

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts