E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

‘ଥ୍ରୀ ଇଡିଅଟ୍ସ’ର ଏହି ଦୃଶ୍ୟ ଲାଗି ମଦ୍ୟପାନ କରିଥିଲେ କଳାକାର; ଆମିର ଦେଇଥିଲେ…
10:58 amJune 19, 2021

ବମ୍ବେ: ଚଳଚ୍ଚିତ୍ରରେ କଳାକାରଙ୍କ ନିଖୁଣ ଅଭିନୟ ଦର୍ଶକକୁ ବାନ୍ଧି ରଖେ। ଏଥିପାଇଁ ତ କିଛି ଦୃଶ୍ୟ କନ୍ଦାଏ ତ କିଛି ହସିବାକୁ ବାଧ୍ୟ କରେ। ସେଭଳି ଏକ ଫିଲ୍ମ ଥିଲା ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଥ୍ରୀ ଇଡିଅଟ୍ସ’ ଚଳଚ୍ଚିତ୍ର। ଆଜି ବି ଏହା ସଫଳ ଫିଲ୍ମ ମଧ୍ୟରୁ ଗୋଟିଏ। ମାତ୍ର ୪ ଦିନରେ ୧୦୦ କୋଟି କ୍ଲବରେ ସାମିଲ ହୋଇ ଫିଲ୍ମଟି ନୂଆ କିର୍ତ୍ତୀମାନ ସ୍ଥାପନ କରିଥିଲା। ପ୍ରମୁଖ ଭୂମିକାରେ ଆମିର ଖାନ, ଆର୍‌ ମାଧବନ, ଶରମନ ଜୋଶୀ ନଜର ଆସିଥିଲେ।

ଫିଲ୍ମ ସହ ଜଡିତ ଅନେକ ସ୍ମରଣୀୟ ଘଟଣା ବିଷୟରେ କଳାକାରମାନେ ଅନେକ ସମୟରେ ପ୍ରକାଶ କରିଛନ୍ତି। ‘ରାଜୁ’ ଭୂମିକାରେ ନଜର ଆସିଥିବା ଶରମନ ଗୋଟିଏ ଦୃଶ୍ୟ ପାଇଁ ମିଛ ନୁହେଁ ବରଂ ସତ ସତିକା ମଦ ପିଇଥିବା କଥା ସ୍ବୀକାର କରିଛନ୍ତି। ଏହା ଆମିରଙ୍କ ଆଇଡିଆ ଥିଲା।

ଗୋଟିଏ ଦୃଶ୍ୟରେ ରାଜୁ(ଶରମନ), ରେଞ୍ଚୋ(ଆମିର) ଏବଂ ଫରହାନ(ମାଧବନ) ସିଢ଼ୀ ଉପରେ ବସି ମଦ ନିଶାରେ ନିଜ ପ୍ରଫେସର ‘ଭାଇରସ୍‌’ଙ୍କୁ ଗାଳି କରୁଥିବା ଦେଖାଯାଇଥିଲା। ଏଥିଲାଗି କଳାକାରମାନେ ସତସତିକା ମଦ ପିଇଥିଲେ। ହେଲେ ମାଧବନ ଅଧିକ ମଦପାନ କରିଦେଇଥିଳେ। ଏଣୁ ଦୃଶ୍ୟରେ ସେ ଭଲ ଅଭିନୟ କରିଥିଲେ। ହେଲେ ମଦ ପିଇ ଶଟ୍‌ ଦେବା ସହଜ ନ ଥିଲା। ଅଭିନେତାମାନେ ଗୋଟିଏ ପରେ ଗୋଟିଏ ରିଟେକ ନେଇ ଚାଲିଥିଲେ। ଏଥିପାଇଁ କ୍ୟାମେରା ରୋଲର ଷ୍ଟକ ମଧ୍ୟ ସରି ଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ବଲିଉଡର ଜଣାଶୁଣା ଅଭିନେତା ତଥା ସମାଜସେବୀ ଚନ୍ଦ୍ରଶେଖର ବୈଦଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଆଜି ସକାଳେ ଦେହାନ୍ତ ହୋଇଛି। ତାଙ୍କୁ ୯୮...

କାହିଁକି ନାମରେ ଅଛି ଦୁଇଥର ‘ଏନ୍‌’ ଆଉ ‘ଆର୍‌’; ଅଭିନେତା କହିଲେ…

ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ...

‘ଦ ଫାମିଲି ମ୍ୟାନ୍‌-୨’ର ଏହି ଅଭିନେତା କିଏ କାଣନ୍ତି: ଅଭିନୟ ପାଇଁ ଛାଡ଼ିଥିଲେ ଚାକିରି, ବିକିଥିଲେ ସ୍ତ୍ରୀଙ୍କ ଗହଣା

ବମ୍ବେ: ଆମାଜନ୍‌ ପ୍ରାଇମ୍‌ରେ ରିଲିଜ ହୋଇଛି ଲୋକପ୍ରିୟ ଓ୍ବେବ୍‌ ସିରିଜ୍‌ ‘ଦ ଫାମିଲି ମ୍ୟାନ୍‌’ର ଦ୍ୱିତୀୟ ସିଜିନ। ଏହି ସିଜିନ୍‌ରେ ପୁରୁଣା ଅଭିନେତାଙ୍କ ସହ ଅନେକ...

ଏକତା କପୁର କଳା ପୋଷାକ ପିନ୍ଧିବା ପଛରେ ରହିଛି ଏପରି ରାଜ୍‌

ଟିଭି କ୍ୱିନ୍‌ କୁହାଯାଉଥିବା ଏକତା କପୁର ପ୍ରାୟତଃ ସବୁ ବେଳେ କଳା ପୋଷାକ ପିନ୍ଧି ଥିବା ନଜର ଆସିଥାନ୍ତି। ତେବେ ଅନେକ ତାଙ୍କ କଳା ପୋଷାକ...

୫-ଜି ବିରୋଧରେ ଜୁହି

ଟେଲିକମ୍ୟୁନିକେଶନ ଇଣ୍ଡଷ୍ଟ୍ରିଗୁଡ଼ିକ ୫-ଜି ଟେକ୍ନୋଲୋଜି ଆଣିବା ଦୌଡ଼ରେ ସାମିଲ ହୋଇଥିବାବେଳେ ଭାରତରେ ଏହି ନେଟ୍‌ଓ୍ବର୍କ ବ୍ୟବସ୍ଥା ବିରୋଧରେ ବାହାରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ତଥା ପରିବେଶ କର୍ମୀ...

ରାତାରାତି ମିଳିଥିଲା ଷ୍ଟାର୍‌ ଡମ୍‌…

ମୁମ୍ବାଇ,୮।୬: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ...

ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...

ଏହି ସର୍ତ୍ତରେ ଜୟା-ଅମିତାଭଙ୍କ ବିବାହ ପାଇଁ ରାଜି ହୋଇଥିଲେ ପିତା

ଆଜି ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ୪୮ ତମ ବିବାହ ବାର୍ଷିକୀ। ଏହି ଅବସରରେ ଅମିତାଭ ଏକ ପୁରୁଣା ଫଟୋ ଶେୟାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ: ଆଇଏମ୍‌ଏ କଟକ ଶାଖା ପକ୍ଷରୁ ଧାରଣା
Next Post Next post:
୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts