E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ
9:42 amJune 5, 2021

ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଶୁକ୍ରବାର ଏକ ୧୩ ଜଣିଆ କମିଟି ଗଠନ କରିଛି। ଉକ୍ତ କମିଟି ୧୦ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବ। ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଉପଯୁକ୍ତ ପଦ୍ଧତିରେ ଫଳ ପ୍ରକାଶ କରିବା ପାଇଁ ସିବିଏସ୍‌ଇ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ଏହାର ପରୀକ୍ଷା ନିୟନ୍ତ୍ରକ ସନ୍ୟମ୍‌ ଭରଦ୍ୱାଜ କହିଛନ୍ତି। କମିଟିରେ ଭରଦ୍ୱାଜଙ୍କ ସମେତ ଶିକ୍ଷା ମନ୍ତ୍ରଣାଳୟର ଯୁଗ୍ମ ସଚିବ ବିପିନ କୁମାର, ଦିଲ୍ଲୀ ଶିକ୍ଷା ନିର୍ଦ୍ଦେଶକ ଉଦିତ ପ୍ରକାଶ ରାୟ, କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ କମିଶନର ନିଧି ପାଣ୍ଡେ, ନବୋଦୟ ବିଦ୍ୟାଳୟ ସମିତି କମିଶନର ବିନାୟକ ଗର୍ଗ, ଚଣ୍ଡିଗଡ଼ ସ୍କୁଲ୍‌ ଶିକ୍ଷା ନିର୍ଦ୍ଦେଶକ ରୁବିନ୍ଦରଜିତ୍‌ ସିଂ ବ୍ରାର୍‌, ସିବିଏସ୍‌ଇ ନିର୍ଦ୍ଦେଶକ ଅନ୍ତରୀକ୍ଷ ଜୋହରି ଏବଂ ଜୋସେଫ୍‌ ଏମାନୁଏଲ୍‌ ସଦସ୍ୟ ଅଛନ୍ତି। ଏହା ବ୍ୟତୀତ ୟୁଜିସି ଏବଂ ଏନ୍‌ସିଇଆର୍‌ଟିରୁ ଜଣେ ଲେଖାଏ ଓ ସ୍କୁଲ୍‌ ତରଫରୁ ଦୁଇଜଣ ପ୍ରତିନିଧିଙ୍କୁ କମିଟିରେ ନିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସୋସିଆଲ ମିଡିଆକୁ ଟାର୍ଗେଟ

ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ (ଆର୍‌ଏସ୍‌ଏଫ୍‌) ମତରେ ବିଶ୍ୱ ପ୍ରେସ୍‌ ଫ୍ରିଡମ୍‌ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨।...

ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା

ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍‌ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ...

ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ...

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌...

୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ

ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ...

ବିଏସ୍‌ପିର ୯ ବିଦ୍ରୋହୀ ବିଧାୟକ ଏସ୍‌ପିରେ ହୋଇପାରନ୍ତି ସାମିଲ

ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ...

ଡୋଭାଲଙ୍କ ଟାର୍ଗେଟରେ ପାକିସ୍ତାନର ୨ ଆତଙ୍କବାଦୀ ସଂଗଠନ

ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍‌) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ...

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅନିରୁଦ୍ଧ ଜଗନ୍ନାଥଙ୍କ ପରଲୋକ, ଭାରତରେ ରାଷ୍ଟ୍ରୀୟ ଶୋକ
Next Post Next post:
କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍‌, ପ୍ରଶଂସା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts