E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କଟକ

କରୋନାରେ ମାହାଙ୍ଗାର ପୂର୍ବତନ ବିଧାୟକଙ୍କ ପରଲୋକ
12:53 pmJune 5, 2021

ନିଶ୍ଚିନ୍ତକୋଇଲି,୫ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବିଧାନସଭା କ୍ଷେତ୍ରର ପ୍ରାକ୍ତନ ବିଧାୟକ ବିକ୍ରମକେଶରୀ ବର୍ମାଙ୍କ କରୋନାରେ ଶନିବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ମନ୍ତ୍ରୀ ପ୍ରତାପ ଜେନା, କଟକ ସଦର ବିଧାୟକ ଚନ୍ଦ୍ରସାରଥି ବେହେରା ଶୋକ ପ୍ରକାଶ କରିବା ସହ ନିଶ୍ଚିନ୍ତକୋଇଲି ବ୍ଲକ ଅଧ୍ୟକ୍ଷା ସବିତା ଓଝା, ଉପାଧ୍ୟକ୍ଷା ସବିତା ମହାନ୍ତି, ପ୍ରାକ୍ତନ ଆତ୍ମା ସଭାପତି ଜ୍ୟୋତିପ୍ରକାଶ ସ୍ବାଇଁ, ପୂର୍ବତନ ସରପଞ୍ଚ କ୍ଷୀରୋଦ ପଣ୍ଡା, ରମେଶ ସ୍ବାଇଁ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି। ସେ ଏକାଧାରରେ ଜଣେ ଅଧ୍ୟାପକ, ଶିକ୍ଷକ, କାଜୁ ନିଗମ ଅଧ୍ୟକ୍ଷ,ଶିକ୍ଷକ ନେତା, ସୁସାହିତି୍ୟକ ଓ ସମାଜ ସଂସ୍କାରକ ଥିଲେ। ସେ ଜଣେ ଅମାୟିକ ବ୍ୟକ୍ତିତ୍ୱ ଥିଲେ। ତାଙ୍କ ବର୍ତ୍ତମାନର ମାହାଙ୍ଗା ଜଣେ ଭଲ ମଣିଷକୁ ହରାଇଲା ବୋଲି ବୁଦ୍ଧିଜୀବୀମାନେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କଟକ View All

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି।...

୮ ଦିନର ବିବାହରେ ଏମିତି କ’ଣ ହେଲା

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର...

ଅନ୍‌ଲାଇନରେ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମରେ ଜିଲାପାଳଙ୍କ ଜନସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତେବେ ସୋମବାରଠାରୁ ପୁଣି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି।...

ବାପା-ପୁଅଙ୍କୁ ଛୁରାମାଡ଼, ନାବାଳକଙ୍କ ସମେତ ୩ ଅଟକ

ପୁରୁଷୋତ୍ତମପୁର,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ପାରିବାରିକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇ ଛୁରାମାଡ଼ ହୋଇଥିଲା। ଏଥରେ...

ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ

ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ...

ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ

ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍‌ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍‌ଆଇଙ୍କୁ ଜଣେ ଜେଲ୍‌ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ...

ନିଉତା ବାଣ୍ଟିଲେ ହନୁମାନ

ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତୀୟ ଟି୨୦ ଟିମ୍‌ରୁ କାହିଁକି ବାହାର ହୋଇଥିଲେ ଦିନେଶ କାର୍ତ୍ତିକ; କାରଣ ନେଇ ଏଭଳି କହିଲେ…
Next Post Next post:
ଅଡ୍‌ ଇଭିନ୍‌ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts