ନିଶ୍ଚିନ୍ତକୋଇଲି,୫ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବିଧାନସଭା କ୍ଷେତ୍ରର ପ୍ରାକ୍ତନ ବିଧାୟକ ବିକ୍ରମକେଶରୀ ବର୍ମାଙ୍କ କରୋନାରେ ଶନିବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ମନ୍ତ୍ରୀ ପ୍ରତାପ ଜେନା, କଟକ ସଦର ବିଧାୟକ ଚନ୍ଦ୍ରସାରଥି ବେହେରା ଶୋକ ପ୍ରକାଶ କରିବା ସହ ନିଶ୍ଚିନ୍ତକୋଇଲି ବ୍ଲକ ଅଧ୍ୟକ୍ଷା ସବିତା ଓଝା, ଉପାଧ୍ୟକ୍ଷା ସବିତା ମହାନ୍ତି, ପ୍ରାକ୍ତନ ଆତ୍ମା ସଭାପତି ଜ୍ୟୋତିପ୍ରକାଶ ସ୍ବାଇଁ, ପୂର୍ବତନ ସରପଞ୍ଚ କ୍ଷୀରୋଦ ପଣ୍ଡା, ରମେଶ ସ୍ବାଇଁ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି। ସେ ଏକାଧାରରେ ଜଣେ ଅଧ୍ୟାପକ, ଶିକ୍ଷକ, କାଜୁ ନିଗମ ଅଧ୍ୟକ୍ଷ,ଶିକ୍ଷକ ନେତା, ସୁସାହିତି୍ୟକ ଓ ସମାଜ ସଂସ୍କାରକ ଥିଲେ। ସେ ଜଣେ ଅମାୟିକ ବ୍ୟକ୍ତିତ୍ୱ ଥିଲେ। ତାଙ୍କ ବର୍ତ୍ତମାନର ମାହାଙ୍ଗା ଜଣେ ଭଲ ମଣିଷକୁ ହରାଇଲା ବୋଲି ବୁଦ୍ଧିଜୀବୀମାନେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.