E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ
10:41 pmJune 11, 2021

ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ ଅନ୍ୟ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ବର୍ଷା ଯୋଗୁ ସୈଦଖେରି ଗ୍ରାମରେ ଏକ ଘର କାନ୍ଥ ଭୁଶୁଡ଼ିପଡ଼ିବାରୁ ପରିବାରର ୨ ଶିଶୁଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଏସ୍‌ପି ସନ୍ଦିପ୍‌ କୁମାର ଗର୍ଗ କହିଛନ୍ତି। ଅନ୍ୟ ଘଟଣାରେ ବାଇକ୍‌ ଚାଳକ ବର୍ଷା ବେଳେ ଏକ କଣ୍ଟେନର ତଳେ ଆଶ୍ରୟ ନେଇଥିଲେ। ହେଲେ କଣ୍ଟେନର ଢଳିପଡ଼ିବାରୁ ଏଥିରେ ଚାପି ହୋଇ ତାଙ୍କର ମୃତ୍ୟୁ ଘଟିଛି। ଗୁରୁବାରଠାରୁ ବର୍ଷା ସାଙ୍ଗକୁ ଜୋର୍‌ରେ ପବନ ବହୁଥିବାରୁ ଅନେକ ଅଞ୍ଚଳରେ ଗଛ ଏବଂ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୨୪କୁ ନଜର, ୨୨ ପାଇଁ ଛାନିଆ

ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା...

ଭାରତ ୨ ପାଦ ତଳକୁ ଖସିଲା

ନୂଆଦିଲ୍ଲୀ,୭।୬: ୧୭ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)ରେ ଭାରତ ୨ ସ୍ଥାନ ତଳକୁ ଖସି ୧୧୭ତମ ସ୍ଥାନରେ ରହିଛି। ୨୦୧୫ରେ ଜାତିସଂଘର ୧୯୩ ସଦସ୍ୟ ରାଷ୍ଟ୍ର...

ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ...

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...

ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର

ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ...

ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ

ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍‌ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ
Next Post Next post:
୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts