E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ଏଫ୍‌ପିଆଇଙ୍କ ନିବେଶ ୮ ହଜାର କୋଟି
11:22 amJune 7, 2021

ନୂଆଦିଲ୍ଲୀ: ଦେଶର ପୁଞ୍ଜି ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ୮ ହଜାର କୋଟି ଟଙ୍କାର ନିବେଶ କରିଛନ୍ତି। ଗତ ୪ କାରବାର ସେସନରେ ଏଭଳି ନିବେଶ ହୋଇଛି। କୋଭିଡ୍‌ ମାମଲା କମିବା ଏବଂ କର୍ପୋରେଟଗୁଡିକର ଲାଭ ଉନ୍ନତ ହେବା ଯୋଗୁ ଏହି ବର୍ଗରେ ନିବେଶକଙ୍କ ମନୋଭାବ ସକାରାତ୍ମକ ରହିଛି। ମେ ମାସରେ ଏହି ନିବେଶକମାନେ ୨୯୫୪ କୋଟି ଏବଂ ଏପ୍ରିଲରେ ୯୬୫୯ କୋଟି ଟଙ୍କାର ନେଟ ଉଠାଣ କରିଥିଲେ ବୋଲି ଡିପୋଜିଟୋରୀ ଡାଟାରୁ ସାମ୍ନାକୁ ଆସିଛି। ଜୁନ୍‌ ପହିଲାରୁ ୪ ତାରିଖ ଯାଏ ଏଫ୍‌ପିଆଇ ମୋଟ ୭୯୬୮ କୋଟି ନିବେଶ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

୫ ଟ୍ରିଲିୟନ ଡଲାର ଜିଡିପି ଲକ୍ଷ୍ୟ କଷ୍ଟସାଧ୍ୟ

ନୂଆଦିଲ୍ଲୀ:  ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୮୩ ବିଲିୟନ ଡଲାରର କ୍ଷତି ସହିବାକୁ ପଡ଼ିଛି। ଏହି ଅବଧିରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ୭.୩%...

ସୁଇସ ବ୍ୟାଙ୍କରୁ ତଥ୍ୟ ମଗାଗଲା

ନୂଆଦିଲ୍ଲୀ: ସୁଇସ୍‌ ବ୍ୟାଙ୍କରେ ଭାରତୀୟଙ୍କ ଜମା ବଢିଥିବା ଏକ ରିପୋର୍ଟ ନିକଟରେ ଆସିଥିଲା। ଭାରତୀୟଙ୍କ କଳାଧନ ବଢିଥିବା ଏହି ରିପୋର୍ଟକୁ ଆଧାର କରି ସାରା ଦେଶରେ...

ପ୍ରଭାବିତ ହେବନି କୃଷି କ୍ଷେତ୍ର

ନୂଆଦିଲ୍ଲୀ: କରୋନା ଦ୍ୱିତୀୟ ଲହର ଯୋଗୁ ଦେଶର କୃଷି କ୍ଷେତ୍ର ଉପରେ କୌଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ ବୋଲି ନୀତି ଆୟୋଗ ସଦସ୍ୟ ରମେଶ...

କାର୍ଯ୍ୟକାରୀ ଅପେକ୍ଷାରେ ଶ୍ରମ କୋଡ୍‌

ନୂଆଦିଲ୍ଲୀ: ଆଗାମୀ କିଛି ମାସରେ ୪ ଶ୍ରମ କୋଡ୍‌ ବିଲ୍‌ ଦେଶ ମଧ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ଆଇନକୁ ଲାଗୁ କରାଇବା ଲାଗି କେନ୍ଦ୍ର ସରକାର...

ରିଲାଏନ୍ସ ବୋର୍ଡରେ ରହିପାରେ ସାଉଦି ଆରାମକୋ

ନୂଆଦିଲ୍ଲୀ: ରିଲାଏନ୍ସ ବୋର୍ଡରେ ସାଉଦି ଆରାମକୋର ଅଧ୍ୟକ୍ଷ ସାମିଲ ହୋଇପାରନ୍ତି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏବଂ ସାଉଦି ଆରାମକୋ ମଧ୍ୟରେ ୧୫ ବିଲିୟନ ଡଲାରର ମେଗାଡିଲକୁ ନେଇ...

ମନୋହରପୁର ଖଣିରୁ ଓପିଜିସିକୁ କୋଇଲା ଯୋଗାଣ

ଭୁବନେଶ୍ୱର: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌) ମନୋହରପୁର ଖଣିରୁ ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି)କୁ କୋଇଲା ଯୋଗାଣ ଶୁଭାରମ୍ଭ ହୋଇଛି। ଓସିପିଏଲ୍‌...

ଜନମଙ୍ଗଳକାରୀ ଯୋଜନା ଲାଗି ଅର୍ଥ ସଞ୍ଚୟ କରୁଛୁ

ନୂଆଦିଲ୍ଲୀ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବୃଦ୍ଧି ହୋଇ ରେକର୍ଡ ସ୍ତରରେ ରହିଛି। ତେଲ ଉପରେ ଉଚ୍ଚ ଟିକସକୁ ନେଇ ବିରୋଧୀ ଦଳଗୁଡିକ କେନ୍ଦ୍ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କାର୍ଯ୍ୟକାରୀ ଅପେକ୍ଷାରେ ଶ୍ରମ କୋଡ୍‌
Next Post Next post:
ବହୁଦେଶୀୟ କମ୍ପାନୀଙ୍କ ଟିକସ ନେଇ ଜି-୭ର ନିଷ୍ପତ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts