ନୂଆଦିଲ୍ଲୀ: ଦେଶର ପୁଞ୍ଜି ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ) ୮ ହଜାର କୋଟି ଟଙ୍କାର ନିବେଶ କରିଛନ୍ତି। ଗତ ୪ କାରବାର ସେସନରେ ଏଭଳି ନିବେଶ ହୋଇଛି। କୋଭିଡ୍ ମାମଲା କମିବା ଏବଂ କର୍ପୋରେଟଗୁଡିକର ଲାଭ ଉନ୍ନତ ହେବା ଯୋଗୁ ଏହି ବର୍ଗରେ ନିବେଶକଙ୍କ ମନୋଭାବ ସକାରାତ୍ମକ ରହିଛି। ମେ ମାସରେ ଏହି ନିବେଶକମାନେ ୨୯୫୪ କୋଟି ଏବଂ ଏପ୍ରିଲରେ ୯୬୫୯ କୋଟି ଟଙ୍କାର ନେଟ ଉଠାଣ କରିଥିଲେ ବୋଲି ଡିପୋଜିଟୋରୀ ଡାଟାରୁ ସାମ୍ନାକୁ ଆସିଛି। ଜୁନ୍ ପହିଲାରୁ ୪ ତାରିଖ ଯାଏ ଏଫ୍ପିଆଇ ମୋଟ ୭୯୬୮ କୋଟି ନିବେଶ କରିଛନ୍ତି।
୧୩୪ କୋଟିର ବ୍ୟାଙ୍କ ଠକେଇ
ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ...
ରେଲଓ୍ବେକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ
ନୂଆଦିଲ୍ଲୀ: ୭୦୦ ମେଗାହର୍ଜ ବ୍ୟାଣ୍ଡରେ ରେଲଓ୍ବେକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ପ୍ରଦାନ ସଂକ୍ରାନ୍ତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ...
ଏମ୍ଏସ୍ଏମ୍ଇକୁ କଞ୍ଚାମାଲ ଚିନ୍ତା
ନୂଆଦିଲ୍ଲୀ: ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକ ବର୍ତ୍ତମାନ କଞ୍ଚାମାଲ ମୂଲ୍ୟ ବୃଦ୍ଧି ଯୋଗୁ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଅଲ ଇଣ୍ଡିଆ କାଉନସିଲ...
ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ
ନୂଆଦିଲ୍ଲୀ: କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ପ୍ରୋତ୍ସାହିତ କରିବା...
ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨ ଗୁଣ ବଢ଼ିଲା
ନୂଆଦିଲ୍ଲୀ,୧୭।୬: ଚଳିତ ଆର୍ଥତ୍କ ବର୍ଷ ଅଦ୍ୟାବଧି ପ୍ରତ୍ୟକ୍ଷ ଟିକସ ସଂଗ୍ରହ ବେଶ୍ ଉନ୍ନତ ରହିଛି। ଆୟକର ବିଭାଗ ସୂଚନା ମୁତାବକ, ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨...
ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି
ନୂଆଦିଲ୍ଲୀ: କରୋନା କାଳରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ଜନିତ ଚିନ୍ତାରେ ରହିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ତେଲ ଦର ବର୍ତ୍ତମାନ ୧୦୦ ଟଙ୍କା...
ସତର୍କ କଲା ଏସ୍ବିଆଇ: ଜୁନ୍ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…
ନୂଆଦିଲ୍ଲୀ,୨।୬: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସ୍ବିଆଇ) ଗ୍ରାହକମାନଙ୍କୁ ଜୁନ୍ ୩୦ ସୁଦ୍ଧା ସେମାନଙ୍କର ପାନ୍-ଆଧାର ଲିଙ୍କ୍ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର...
ମନୋହରପୁର ଖଣିରୁ ଓପିଜିସିକୁ କୋଇଲା ଯୋଗାଣ
ଭୁବନେଶ୍ୱର: ଓଡ଼ିଶା କୋଲ୍ ଆଣ୍ଡ ପାଓ୍ବାର ଲିମିଟେଡ୍ (ଓସିପିଏଲ୍) ମନୋହରପୁର ଖଣିରୁ ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି)କୁ କୋଇଲା ଯୋଗାଣ ଶୁଭାରମ୍ଭ ହୋଇଛି। ଓସିପିଏଲ୍...


