E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା
10:57 pmJune 20, 2021

ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍‌ ଟିକା ଦିଆଯିବ। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ଆରମ୍ଭରେ ଘୋଷଣା କରିଥିଲେ। ୪୫ ବର୍ଷରୁ ଊର୍ଦ୍ଧ୍ୱ ଲୋକମାନଙ୍କୁ ମାଗଣାରେ ଟିକା ଦିଆଯାଉଥିବା ବେଳେ ୧୮ରୁ ୪୪ ବର୍ଷ ବୟସ ବର୍ଗର ବ୍ୟକ୍ତିଙ୍କଠାରୁ ଅର୍ଥ ଦାବି କରାଯିବା ଯୁକ୍ତିସଙ୍ଗତ ନୁହେଁ ବୋଲି ସୁପ୍ରିମକୋର୍ଟ କହିବା ପରେ କେନ୍ଦ୍ର ସରକାର ଟିକା ନୀତିରେ ପରିବର୍ତ୍ତନ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ...

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ

ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ପାଦ ଛୁଇଁଛନ୍ତି। ଏହାକୁ...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

କୁଶଳୀ ହେବେ ଲକ୍ଷେ କୋଭିଡ୍‌ ଯୋଦ୍ଧା

ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍‌ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା...

ମେଘାଙ୍କୁ ପୁଲିଜର

ନୂଆଦିଲ୍ଲୀ, ୧୩।୬: ଚାଇନା ସରକାର ଉଇଗର ମୁସଲମାନମାନଙ୍କୁ ଗଣ ଅଟକ ରଖିବା ଘଟଣାର ରହସ୍ୟ ଉନ୍ମୋଚନ କରିଥିବା ଭାରତୀୟ ବଂଶୋଦ୍ଭବ ଖବରଦାତା ମେଘା ରାଜଗୋପାଲନ୍‌ଙ୍କୁ ମର୍ଯ୍ୟାଦାଜନକ...

ଅନୁପ ପାଣ୍ଡେ ନୂଆ ଇସି

ନୂଆଦିଲ୍ଲୀ, ୧୦।୬(ପି.ଟି.): ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନ (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ...

କରୋନିଲ ପରେ ଏବେ ବ୍ଲାକ୍‌ ଫଙ୍ଗସ୍‌ ଔଷଧ ତିଆରି କରୁଛି ପତଞ୍ଜଳୀ

ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି...

୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍‌ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ

ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍‌ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ
Next Post Next post:
ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts