ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍ ଟିକା ଦିଆଯିବ। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ଆରମ୍ଭରେ ଘୋଷଣା କରିଥିଲେ। ୪୫ ବର୍ଷରୁ ଊର୍ଦ୍ଧ୍ୱ ଲୋକମାନଙ୍କୁ ମାଗଣାରେ ଟିକା ଦିଆଯାଉଥିବା ବେଳେ ୧୮ରୁ ୪୪ ବର୍ଷ ବୟସ ବର୍ଗର ବ୍ୟକ୍ତିଙ୍କଠାରୁ ଅର୍ଥ ଦାବି କରାଯିବା ଯୁକ୍ତିସଙ୍ଗତ ନୁହେଁ ବୋଲି ସୁପ୍ରିମକୋର୍ଟ କହିବା ପରେ କେନ୍ଦ୍ର ସରକାର ଟିକା ନୀତିରେ ପରିବର୍ତ୍ତନ କରିଥିଲେ।
ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...
୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି
ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି।...
ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…
ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...
କରୋନା ଭୂତାଣୁକୁ ନାଶ କରିବ ଏହି ମାସ୍କ
ପୁଣେ,୧୫।୬: କରୋନା ମହାମାରୀର ଦ୍ୱିତୀୟ ଲହର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଦ୍ୱିତୀୟ ଲହର ସମୟରେ କରୋନା ଭୂତାଣୁର ସବୁଠାରୁ ବିପଜ୍ଜନକ ଭାରିଏଣ୍ଟ ଦେଖାଦେଇଛି।...
ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…
ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...
ରାଗିଛନ୍ତି ପାଇଲଟ୍: ମନାଇବା ପାଇଁ ଫୋନ୍ କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର...
ବାଇକ୍ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…
ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍ ରାସ୍ତା ଉପରକୁ ଚାଲି...
ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା
ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ...


