ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ମାଗଣା ଟିକା ସହ ରାଶନ ଦେବାକୁ ଘୋଷଣା କରିଛନ୍ତି। ନଭେମ୍ବର ପର୍ଯ୍ୟନ୍ତ ଦେଶର ୮୦ କୋଟି ଲୋକଙ୍କୁ ମାଗଣା ରାଶନ ଦେବାକୁ ପ୍ରଧାନମନ୍ତ୍ରୀ କହିଥିବା ବେଳେ ପିଏମ୍ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଏହି ରାଶନ ଯୋଗାଇ ଦିଆଯିବ। ସରକାର କୌଣସି ପରିବାରକୁ ଭୋକରେ ରହିବାକୁ ଦେବେ ନାହିଁ। ଏନେଇ ନଭେମ୍ବର ପର୍ଯ୍ୟନ୍ତ ମାଗଣା ରାଶନ ଦେବାର ସୀମାକୁ ବଢାଇ ଦିଆଯାଇଛି। ସରକାର ଗରିବଙ୍କ ପ୍ରତ୍ୟେକ ଆବଶ୍ୟକତା ସହ ଛିଡା ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।
୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ଦାଖଲ ହୋଇଥିବା ୧୮୩...
ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ...
ଭାରତ ପାଖରେ କମ୍ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…
ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା...
ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ
ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍ପି...
ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି
ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ...
କରୋନା ଗ୍ରାଫ୍ ତଳ ମୁହାଁ…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...
ଭାକ୍ସିନ୍ ନେଲେ ମିଳୁଛି ଫ୍ରିଜ୍ ସହିତ ଅନ୍ୟ ଦାମିକା ଉପହାର…
ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...


