E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଜୋକୋଭିଚ୍‌- ସିତିସ୍‌ପାସ୍‌ ଫାଇନାଲ
7:08 amJune 13, 2021

ପ୍ୟାରିସ୍‌,୧୩।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ରବିବାର ଫାଇନାଲରେ ଟପ୍‌ ସିଡ୍‌ ସର୍ବିଆର ନୋଭାକ ଜୋକୋଭିଚ୍‌ ଓ ପଞ୍ଚମ ସିଡ୍‌ ଗ୍ରୀସ୍‌ର ଷ୍ଟିଫାନୋସ ସିତିସ୍‌ପାସ ପରସ୍ପରକୁ ଭେଟିବେ। ପ୍ରଥମ ସେମିରେ ସିତିସ୍‌ପାସ ମାରାଥନ ୬-୩, ୬-୩, ୪-୬, ୪-୬, ୬-୩ ସେଟ୍‌ରେ ଷଷ୍ଠ ସିଡ୍‌ ଖେଳାଳି ଜର୍ମାନୀର ଆଲେକଜାଣ୍ଡର ଜେଭରେଭଙ୍କୁ ହରାଇ ଫାଇନାଲକୁ ଉଠିଥିଲେ। ସେହିପରି ଦ୍ୱିତୀୟ ସେମିଫାଇନାଲରେ କ୍ଲେ କୋର୍ଟର ରାଜା କୁହାଯାଉଥିବା ରାଫାଲ ନାଡାଲ ଆଶ୍ଚର୍ଯ୍ୟଜନକ ଭାବେ ଜୋକୋଭିଚ୍‌ଙ୍କଠାରୁ ପରାସ୍ତ ହୋଇ ବିରଳ ବିଫଳତାର ସମ୍ମୁଖୀନ ହୋଇଥିଲେ। ଜୋକୋଭିଚ୍‌ ୪ ଘଣ୍ଟାରେ ୩-୬, ୬-୩, ୭-୬, ୬-୨ ସେଟ୍‌ରେ ବିଜୟୀ ହୋଇ ଫାଇନାଲକୁ ଉଠିଥିଲେ।
ନାଡାଲ ନିରାଶ
ଫ୍ରେଞ୍ଚ୍‌ ଓପନ୍‌ରେ ନାଡାଲ ରେକର୍ଡ ୧୩ଥର ଟାଇଟଲ ଜିତିଥିଲେ ଓ ଏହି ଟୁର୍ନାମେଣ୍ଟ ଅପ୍ରତିଦ୍ୱନ୍ଦ୍ୱୀ ମନେ ହେଉଥିଲେ। ତେବେ ଏହି ପରାଜୟ ତାଙ୍କ ପାଇଁ ଭିନ୍ନ ଅନୁଭୂତି ଆଣି ଦେଇଛି। ଏହି କ୍ଲେ କୋର୍ଟ ଟୁର୍ନାମେଣ୍ଟରେ ପ୍ରଥମଥର ପାଇଁ ନାଡାଲ ସେମି ପରେ ପରାସ୍ତ ହୋଇଛନ୍ତି। ମୋଟ ଉପରେ ଟୁର୍ନାମେଣ୍ଟରେ ସେ ୩ଥର ପରାସ୍ତ ହୋଇଛନ୍ତି ଓ ୨ଥର ସେ ଜୋକୋଭିଚ୍‌ଙ୍କଠାରୁ ହାରିଛନ୍ତି। ଗତ ୪ଟି ସଂସ୍କରଣରେ ସେ ଟାଇଟଲ ହାସଲ କରିଥିଲେ। ମୋଟ ଉପରେ ୨୦ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତି ନାଡାଲ ରୋଜର ଫେଡରରଙ୍କ ସମକକ୍ଷ ହୋଇଛନ୍ତି। ଅନ୍ୟପଟେ ଜୋକୋଭିଚ୍‌ ପଞ୍ଚମଥର ପାଇଁ ଫ୍ରେଞ୍ଚ୍‌ ଓପନ ଫାଇନାଲରେ ପ୍ରବେଶ କରିଛନ୍ତି। ତେବେ ୨୦୧୬ରେ ଥରେ ମାତ୍ର ସେ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲେ। ନାଡାଲଙ୍କୁ ହରାଇବା ପରେ ଜୋକୋଭିଚ୍‌ ଖୁସି ଜାହିର କରିଛନ୍ତି। ମାଉଣ୍ଟ ଏଭରେଷ୍ଟ ଚଢ଼ିବା ଭଲି ମନେ ହେଉଥିବା ସେ ବିଜୟ ପରେ କହିଛନ୍ତି। ସେ କ୍ୟାରିୟରର ୨୯ତମ ଗ୍ରାଣ୍ଡସ୍ଲାମ ଫାଇନାଲରେ ଅବତୀର୍ଣ୍ଣ ହେବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୫୩ ବଲ୍‌ରୁ ବିସ୍ଫୋରକ ଶତକ ହାସଲ କଲେ ଏହି ଟେଷ୍ଟ କ୍ରିକେଟର୍‌

ୟୁଏଇ,୧୮।୬: ପାକିସ୍ତାନ ସୁପର ଲିଗରେ ଚମତ୍କାର ପ୍ରଦର୍ଶନ କରୁଥିବା ଅଷ୍ଟ୍ରେଲୀୟ କ୍ରିକେଟର ଉସମାନ ଖାୱାଜା ଏକ ଶତକ ହାସଲ କରିଛନ୍ତି। ଇସଲାମାବାଦ ୟୁନାଇଟେଡ ପାଇଁ ଖେଳୁଥିବା...

ଶେଫାଳିଙ୍କ ବିରଳ କୃତିତ୍ୱ

ବ୍ରିଷ୍ଟଲ, ୧୯।୬-ଏଠାରେ ଚାଲିଥିବା ଏକମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଭାରତୀୟ ଦଳ ସଂଘର୍ଷ କରୁଥିଲେ ହେଁ ବ୍ୟକ୍ତିଗତ ଭାବେ ଶେଫାଳି ବର୍ମା ଚମତ୍କାର ପ୍ରଦର୍ଶନ ଅବ୍ୟାହତ...

ଟି୨୦ ବିଶ୍ୱକପ୍‌ ଭାରତ ବାହାରକୁ ଯିବ: ଆବୁଧାବି, ଦୁବାଇ, ଶାରଜା, ମସ୍କଟରେ ମ୍ୟାଚ୍‌ ସମ୍ଭାବନା

ନୂଆଦିଲ୍ଲୀ,୬।୬(ପି.ଟି.): ଆସନ୍ତା ଅକ୍ଟୋବର- ନଭେମ୍ବରରେ ଆୟୋଜନ ହେବାକୁ ଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ୍‌ ଭାରତରେ ନ ହେବା ଏକପ୍ରକାର ନିଶ୍ଚିତ ହୋଇଛି।...

ମନୀଷ କୁମାର ଜାତୀୟ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ମନୀଷ କୁମାର ଜାତୀୟ ୧୮ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ୧୧ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

ଡବ୍ଲୁଟିସି ଫାଇନାଲର ଆଜି ଶେଷ ଦିନ: ବାହାରିପାରେ ଫଳାଫଳ

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ମଜାକୁ ବର୍ଷା ନଷ୍ଟ କରିଦେଇଛି। ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଏବଂ...

‘ଟିଭିରେ ସଚିନଙ୍କୁ ଦେଖି ଶିଖିଥିଲି ଷ୍ଟ୍ରେଟ୍‌ ଡ୍ରାଇଭ୍‌’

ନୂଆଦିଲ୍ଲୀ,୯।୬ : ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ସିଗନେଚର ଷ୍ଟ୍ରେଟ୍‌ ଡ୍ରାଇଭ ଓ ବ୍ୟାକଫୁଟ ପଞ୍ଚ ଟିଭିରେ ଦେଖି ଶିଖିଥିଲେ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର...

ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି।...

ଲକ୍ଷ୍ମଣଙ୍କୁ ଏହି ପ୍ରତିଶ୍ରୁତି ଦେଇଥିଲେ ସେହ୍ବାଗ: ୪ ବର୍ଷ ଭିତରେ କରିଥିଲେ ପୂରଣ

ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଦୁନିଆର ସବୁଠାରୁ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଗଣିତ ହୋଇଛନ୍ତି। ଭାରତ ପାଇଁ ଟେଷ୍ଟରେ ତ୍ରିଗୁଣ ଶତକ ହାସଲ କରିଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଇ ଭାରତରେ
Next Post Next post:
ମହାମାରୀରେ ଭଗବାନଙ୍କ ଭୂମିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts