E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଫ୍ରେଞ୍ଚ୍‌ ଓପନ ଟେନିସ: କ୍ରେଜିକୋଭା-ସିନିକୋଭା ଫାଇନାଲରେ
9:42 amJune 12, 2021

ପ୍ୟାରିସ, ୧୨।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଚେରି ରିପବ୍ଲିକ ଯୋଡ଼ି ବାର୍ବରା କ୍ରେଜିକୋଭା ଏବଂ କାଟରିନା ସିନିକୋଭା। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଏହି ଯୋଡ଼ି ପୋଲାଣ୍ଡର ମାଗ୍‌ଦା ଲିନେଟି ଏବଂ କ୍ରୋଏସିଆର ବେର୍ନାର୍ଡା ପେରାଙ୍କୁ ୬-୧, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। କ୍ରେଜିକୋଭାଙ୍କ ପାଇଁ ଚଳିତ ଟୁର୍ନାମେଣ୍ଟରେ ଡବଲ ଟାଇଟଲ ହାସଲର ସୁଯୋଗ ରହିଛି। କାରଣ ଏହି ଚେକ୍‌ ଖେଳାଳି ମହିଳା ସିଙ୍ଗଲ୍ସ ଫାଇନାଲରେ ମଧ୍ୟ ପ୍ରବେଶ କରିଛନ୍ତି। ଦ୍ୱିତୀୟ ସେମିଫାଇନାଲରେ ସେ ୭-୫, ୪-୬, ୯-୭ ସେଟ୍‌ରେ ଗ୍ରୀସ୍‌ର ମାରିଆ ସାକାରିଙ୍କୁ ପରାସ୍ତ କରିଥିଲେ। ଶନିବାର ଫାଇନାଲରେ କ୍ରେଜିକୋଭା ରୁଷିଆର ଆନାସ୍ତାସିଆ ପାଭ୍‌ଲ୍ୟୁଚେଙ୍କୋଭାଙ୍କୁ ଭେଟିବେ। ସେଲାଭାନିଆର ତାମାରା ଜିଡାନସେକ୍‌ଙ୍କ ଅଗ୍ରଗତିରେ ବ୍ରେକ୍‌ ଲଗାଇ ପାଭ୍‌ଲ୍ୟୁଚେଙ୍କୋଭା ଫାଇନାଲରେ ପ୍ରବେଶ କରିଥିଲେ। କ୍ରେଜିକୋଭା ଯଦି ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ଟାଇଟଲ ହାସଲ କରନ୍ତି ତେବେ ମେରି ପିଅର୍ସଙ୍କ ରେକର୍ଡ ସହ ସମକକ୍ଷ ହେବେ। ଫ୍ରାନ୍ସର ପିଅର୍ସ ୨୦୦୦ରେ ଏହି ସଫଳତା ପାଇଥିଲେ। କ୍ରେଜିକୋଭା-ସିନିକୋଭା ଯୋଡ଼ି ମହିଳା ଡବଲ୍ସ ଫାଇନାଲରେ ପୋଲାଣ୍ଡର ଇଗା ସ୍ବିଟେକ ଓ ଆମେରିକାର ବେଥାନି ମାଟେକ ସାଣ୍ଡ୍ସ ଯୋଡ଼ିଙ୍କୁ ଭେଟିବେ। ପୋଲାଣ୍ଡ-ଆମେରିକା ଯୋଡ଼ି ଦ୍ୱିତୀୟ ସେମିଫାଇନାଲରେ ରୋମାନିଆର ଇରିନା-କାମେଲିଆ ବେଗୁ ଓ ଆର୍ଜେଣ୍ଟିନାର ନାଦିଆ ପୋଡୋରୋସ୍କା ଯୋଡ଼ିଙ୍କୁ ୬-୩, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ଭିନୁ ମଙ୍କଡ଼

ଦୁବାଇ, ୧୪ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ହଲ୍‌ ଅଫ୍‌ ଫେମ୍‌ ତାଲିକାରେ ରବିବାର ଖେଳର ୧୦ଜଣ ଆଇକନ୍‌ଙ୍କୁ ସାମିଲ କରାଯାଇଛି। ୫ଟି ଯୁଗର ୨ଜଣ...

ଆଇସିୟୁରେ ମିଲ୍‌ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଗଡ,୫।୬(ପି.ଟି.): କିମ୍ବଦନ୍ତୀ ଭାରତୀୟ ଆଥଲେଟ୍‌ ମିଲ୍‌ଖା ସିଂ କୋଭିଡ୍‌-୧୯ ଲଢେଇ ଜାରି ରଖିଛନ୍ତି। ସ୍ଥାନୀୟ ପିଜିଆଇଏମ୍‌ଇଆର ହସ୍ପିଟାଲର ଇଣ୍ଟେନସିଭ କେୟାର ୟୁନିଟ୍‌ (ଆଇସିୟୁ)ରେ ତାଙ୍କୁ ଭର୍ତ୍ତି...

୭ ବଲ୍‌ରେ ବିସ୍ଫୋରକ ୪୨ ରନ୍‌ କଲେ ଏହି ବ୍ୟାଟ୍ସମ୍ୟାନ୍‌: ରଚିଲେ ଇତିହାସ

ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ...

ଖପ୍ପା ହୋଇଥିଲେ ‘ଲିଟିଲ୍‌ ମାଷ୍ଟର’; ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ନେଇଥିଲେ ଶପଥ : କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦।୬: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ...

ରାଣୀ ଅଧିନାୟିକା, ଦୀପ୍‌ଗ୍ରେସ୍‌ ଓ ସବିତା ଉପଅଧିନାୟିକା

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...

ଫାଇନାଲ୍‌ ହାରିବା ପରେ ଏମିତି କହିଲେ କୋହଲି

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ...

ଭାରତକୁ ଆଶା ଦେଲେ ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ରୋମାଞ୍ଚକ ମୋଡ଼ ନେଉଛି। ୧୩୯ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡକୁ ଡବଲ୍‌ ଝଟକା ଦେଇଛନ୍ତି ଅଭିଜ୍ଞ...

କୋପା ଆମେରିକା ଫୁଟବଲ: କଲମ୍ବିଆକୁ ହରାଇଲା ପେରୁ

ସାଓ ପାଉଲୋ,୨୨।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ ପେରୁ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ସୋମବାର ଗ୍ରୁପ୍‌ ବି’ରେ ଖେଳାଯାଇଥିବା ମୁକାବିଲାରେ ପେରୁ ୨-୧...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋଭିଡ୍‌ ମୃତ୍ୟୁ: ପରିବାରକୁ ମିଳିପାରେ ୪ ଲକ୍ଷ
Next Post Next post:
ଦୁର୍ଭିକ୍ଷ ଆଁରେ ଇଥିଓପିଆ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts