E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି
8:09 amJune 2, 2021

ପ୍ୟାରିସ୍‌,୨।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ମଙ୍ଗଳବାର ତୃତୀୟ ଦିବସରେ ପହଞ୍ଚିଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଅଗ୍ରଗତି କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ତୃତୀୟ ସିଡ୍‌ ମାନ୍ୟତା ପାଇଥିବା ସ୍ପେନ ସୁପରଷ୍ଟାର ରାଫାଲ ନାଡାଲ ପ୍ରଥମ ରାଉଣ୍ଡରେ ଅଷ୍ଟ୍ରେଲିଆର ୨୧ ବର୍ଷୀୟ ଖେଳାଳି ଆଲେକ୍ସେଇ ପୋପିରିନଙ୍କୁ ୬-୩, ୬-୨, ୭-୬ ସେଟ୍‌ରେ ହରାଇ ଅଭିଯାନ ଆରମ୍ଭ କରିଛନ୍ତି। ସେହିପରି ଫ୍ରାନ୍ସର ୧୪ତମ ସିଡ୍‌ ଖେଳାଳି ଗାଏଲ ମନ୍‌ଫିଲ୍ଡ ୧-୬, ୭-୬, ୬-୪, ୬-୪ ସେଟ୍‌ରେ ସ୍ପେନର ଆଲବର୍ଟ ରାମୋସ ଭିନୋଲାସଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ଜର୍ମାନୀର ଫିଲିଫ କୋହେଲସ୍କ୍ରେଇବର ୭-୬, ୬-୨, ୨-୬, ୬-୪ ସେଟ୍‌ରେ ସ୍ପେନର ଫର୍ନାଣ୍ଡୋ ଭର୍ଡାସ୍କୋଙ୍କୁ ପ୍ରଥମ ରାଉଣ୍ଡରେ ପରାସ୍ତ କରି ଅଗ୍ରଗତି କରିଛନ୍ତି। ତେବେ ସପ୍ତମ ସିଡ୍‌ ଖେଳାଳି ରୁଷିଆର ଆନ୍ଦ୍ରେ ରୁବ୍ଲେଭ ୩-୬, ୬-୭, ୬-୪, ୬-୩, ୪-୬ ସେଟ୍‌ରେ ଜର୍ମାନୀର ଜାନ- ଲେନାର୍ଡ ଷ୍ଟ୍ରଫ୍‌ଙ୍କଠାରୁ ପରାସ୍ତ ହୋଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ୨୧ତମ ସିଡ୍‌ ଖେଳାଳି ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉର ୬-୨, ୬-୪, ୭-୬ ସେଟ୍‌ରେ ଇଟାଲୀର ଷ୍ଟିଫାନୋ ଟ୍ରାଭାଗ୍ଲିଆଙ୍କୁ ହରାଇ ଅଗ୍ରଗତି କରିଛନ୍ତି।
ଦ୍ୱିତୀୟ ରାଉଣ୍ଡରେ ବାର୍ଟି, ସେରେନା
ମହିଳା ସିଙ୍ଗଲ୍ସରେ ମଧ୍ୟ ସିଡେଡ୍‌ ଖେଳାଳିମାନେ ଅଗ୍ରଗତି କରିଛନ୍ତି। ଟପ୍‌ ସିଡ୍‌ ଖେଳାଳି ଅଷ୍ଟ୍ରେଲିଆର ଆଲେକ୍ସ ବାର୍ଟି ପ୍ରଥମ ରାଉଣ୍ଡ ମୁକାବିଲାରେ ୬-୪, ୩-୬, ୬-୨ ସେଟ୍‌ରେ ଆମେରିକାର ବର୍ନାଡ ପେରାଙ୍କୁ ପରାସ୍ତ କରି ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଇଞ୍ଜୁରି କାରଣରୁ ବିଜୟୀ ହେବା ପାଇଁ ବାର୍ଟିଙ୍କୁ ସଂଘର୍ଷ କରିବାକୁ ପଡିଥିଲା। ସେହିପରି ସପ୍ତମ ସିଡ୍‌ ମାନ୍ୟତା ପାଇଥିବା ଅଭିଜ୍ଞ ଆମେରିକୀୟ ଖେଳାଳି ସେରେନା ଓ୍ବିଲିୟମ୍ସ ୭-୬, ୬-୨ ସେଟ୍‌ରେ ରୋମାନିଆର ଇରିନା- କାମେଲିଆ ବେଗୁଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପଞ୍ଚମ ସିଡ୍‌ ଖେଳାଳି ୟୁକ୍ରେନ୍‌ର ଏଲିନା ଭିଟୋଲିନା ୬-୨, ୭-୫ ସେଟ୍‌ରେ ୧୭ ବର୍ଷୀୟା କ୍ୱାଲିଫାୟର ଓସେନ ବାବେଲଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

କୋହଲି, ଯୁବି, ଧୋନୀଙ୍କ ପାଇଁ ଏମିତି ଶବ୍ଦର ବ୍ୟବହାର କଲେ ରଶିଦ

ନୂଆଦିଲ୍ଲୀ,୪।୬: ଭାରତ ପାଇଁ କ୍ରିକେଟ ଗ୍ରାଉଣ୍ଡରେ ଅନେକ ସଫଳତା ହାସଲ କରିଥିବା ମହେନ୍ଦ୍ର ସିଂ ଧୋନୀ, ଯୁବରାଜ ସିଂ (ଯୁବି) ଓ ବିରାଟ କୋହଲିଙ୍କୁ ଗୋଟିଏ...

ସ୍ବଭାବରେ ବହୁତ ରାଗି ଥିଲେ ଏହି ଭାରତୀୟ କ୍ରିକେଟର: ପାକିସ୍ତାନର ଇନ୍ଜାମାମଙ୍କ ସହ ବି କରି ଦେଇଥିଲେ ଝଗଡ଼ା

ନୂଆଦିଲ୍ଲୀ,୪।୬: ଭାରତୀୟ ଦଳର ପୂର୍ବ ଅଧିନାୟକ ତଥା ଅଭିଜ୍ଞ ବୋଲର ଅନିଲ କୁମ୍ବଲେ ଟେଷ୍ଟ ଇତିହାସରେ ସବୁଠାରୁ ଅଧିକ ଉଇକେଟ୍‌ ନେଇଥିବା ଖେଳାଳି ତାଲିକାରେ ତୃତୀୟ...

ସାଉଥାମ୍ପଟନରେ ବର୍ଷା: ଚତୁର୍ଥ ଦିନ ଖେଳ ବାଧାପ୍ରାପ୍ତ ଆଶଙ୍କା

ସାଉଥାମ୍ପଟନ,୨୧।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ୍‌ର ଚତୁର୍ଥ ଦିନରେ ସାଉଥମ୍ପଟନରେ ବର୍ଷା ଲାଗି ରହିଛି। ପ୍ରଥମ ଦିନ ଭଳି...

ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍‌: ଦ୍ୱିଶତକ ମାରିଲେ ମାଲାମାଲ୍‌

ଭାରତୀୟ କ୍ରିକେଟ୍‌ କଣ୍ଟ୍ରେଲ୍‌ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍‌ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ...

ଟେଷ୍ଟ ସିରିଜ: ମହାରାଜାଙ୍କ ହ୍ୟାଟ୍ରିକ: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ) ୨୨ା୬: ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଘରୋଇ ଓ୍ବେଷ୍ଟଇଣ୍ଡିଜକୁ...

ଆରପାରିରେ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି।...

ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା

ସାଉଥାମ୍ପଟନ,୧୩।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଛି ଶକ୍ତ ଧକ୍କା। ବିରାଟ...

୮ ବର୍ଷ ତଳେ କରିଥିଲେ ଟୁଇଟ୍‌: ଏବେ ମାଗିଲେ କ୍ଷମା

ଇଂଲଣ୍ଡ ଦ୍ରୁତ ବୋଲର ଓଲି ରବିନ୍ସନ ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଡେବ୍ୟୁ ମ୍ୟାଚ୍‌ ଗୋଟିଏ ଦିନ ପୂର୍ବରୁ ନିଜର ପ୍ରାୟ ୮...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧରିତ୍ରୀ କାର୍ଟୁନ୍‍ – Dharitri Cartoon
Next Post Next post:
ଏଥର ସ୍ବାଭାବିକ ମୌସୁମୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts