E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୧୨ ଜେଲରୁ ମୁକ୍ତ ହେବେ ୧୬ କଏଦୀ
11:38 amJune 22, 2021

ଭୁବନେଶ୍ୱର,୨୨।୬(ବ୍ୟୁରୋ): ସଜା ଅବଧି ପୂର୍ବରୁ ରାଜ୍ୟର ୧୧ ଜେଲ ସମେତ ବିଶାଖାପାଟଣା ଜେଲରୁ ମୁକ୍ତ ହେବେ ୧୬ କଏଦୀ। ଜେଲରେ ଆଜୀବନ ସଜା କାଟୁଥିବାବେଳେ ବ୍ୟବହାରରେ ପରିବର୍ତ୍ତନ, ଉତ୍ତମ କାର୍ଯ୍ୟ ଓ ନୀତିନିୟମକୁ ସମ୍ମାନ ଦେଉଥିବାରୁ ଏମାନଙ୍କୁ ମୁକ୍ତ କରିବାକୁ ଚୟନ କରାଯାଇଛି। ଏହି ତାଲିକାରେ ଚୌଦ୍ୱାର, ବାଣପୁର, ସମ୍ବଲପୁର, ପୁରୀ, କୋରାପୁଟ, ବଲାଙ୍ଗୀର, କୋଟପାଡ, ବିଜୁ ପଟ୍ଟନାୟକ ମୁକ୍ତାକାଶ ଆଶ୍ରମ ଭୁବନେଶ୍ୱର, ଢେଙ୍କାନାଳ ଜେଲରୁ ଜଣେ ଲେଖାଏ କଏଦୀ ରହିଥିବାବେଳେ ବାରିପଦା ଓ ବାଲେଶ୍ୱର ଜେଲରୁ ୨ ଜଣ ଲେଖାଏ ଏବଂ ବିଶାଖାପାଟଣାର ଭାଇଜାଗ ଜେଲରୁ ୩ଜଣ ଅଛନ୍ତି। ଏହି ୩ଜଣ ପ୍ରଥମେ ପାରଳାଖେମୁଣ୍ଡି ଜେଲରେ ସଜା କାଟୁଥିଲେ। ଅଭିଯୁକ୍ତଙ୍କ ଘର ବିଶାଖାପାଟଣା ହୋଇଥିବାରୁ ସେମାନଙ୍କୁ ପରବର୍ତ୍ତୀ ସମୟରେ ଭାଇଜାଗ ଜେଲକୁ ସ୍ଥାନାନ୍ତର ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର।...

ଆଜି ମାଟ୍ରିକ ପରୀକ୍ଷାଫଳ

କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍‌ ବିବୃତି ମାଧ୍ୟମରେ ସୂଚନା...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ଦିଆସିଲି କାଠିରେ ସାଇକେଲ ପ୍ରତିକୃତି

ପୁରୀ ଅଫିସ,୩।୬: ଜୁନ ୩ ତାରିଖକୁ ସାରା ବିଶ୍ୱରେ ୱାର୍ଲଡ ସାଇକେଲ ଦିବସ ଭାବେ ପାଳନ କରାଯାଏ। ସାଇକେଲ ଚଳାଇବା ଦ୍ୱାରା ସ୍ବାସ୍ଥ୍ୟ ଠିକ ରହିବା...

ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ...

ରାଜଧାନୀରୁ ଆଉ ୯୭୪ ସଂକ୍ରମିତ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍‌ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ...

ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ

ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ...

ରାଜଧାନୀରେ ଥମୁନି ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର,୨।୬: ବହୁ ଚେଷ୍ଟା ସତ୍ତ୍ୱେ ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ନେଉନାହିଁ। ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରେ ୯୧୮ କରୋନା ପଜିଟିଭ୍‌ ଚିହ୍ନଟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…
Next Post Next post:
ବୈଶାଳୀଙ୍କ ନୃତ୍ୟ ଡକ୍ୟୁମେଣ୍ଟାରିରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts