E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ
9:47 pmJune 3, 2021

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ। ୬ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ତାଙ୍କୁ ଚେନ୍ନାଇ ସ୍ଥିତ ଆପୋଲୋକୁ ସ୍ଥାନାନ୍ତର କରାଯାଇଛି। ଅମ୍ରିତଙ୍କ ଚିକିତ୍ସା ପାଇଁ ବର୍ତ୍ତମାନ କୋଟିଏରୁ ଅଧିକ ଟଙ୍କା ଦରକାର। ଏତେ ଅର୍ଥ ଖର୍ଚ୍ଚ କରିବାକୁ ପରିବାର ଲୋକ ଅକ୍ଷମ ଥିବାରୁ ରାଜ୍ୟ ସରକାରଙ୍କୁ ସହାୟତା ଯୋଗାଇ ଦେବାକୁ ଗୁହାରୀ କରିଛନ୍ତି। ଏନେଇ ସୋସିଆଲ ମିଡିଆରେ ଅମ୍ରିତଙ୍କ ପାଇଁ ପାଣ୍ଠି ସଂଗ୍ରହ କରାଯାଉଛି। ବିଭିନ୍ନ ବ୍ୟକ୍ତି ବିଶେଷ ତାଙ୍କ ଚିକିତ୍ସା ପାଇଁ ଦାନ କରୁଛନ୍ତି।

ସୂଚନା ମୁତାବକ, ଗତ ମାସ ୨ ତାରିଖରେ କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ଅମ୍ରିତଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡିବାରେ ଲାଗିଥିଲା। ଗତ ୧୨ ତାରିଖରୁ ସେ ଭେଣ୍ଟିଲେଟରରେ ରହିଥିଲେ। ପରେ ସେ ନିମୋନିଆ ଓ ସେପଟିସେମିଆରେ ପୀଡିତ ହେବା ସହ ଫୁସଫୁସର କିଛି ଅଂଶ ନଷ୍ଟ ହେବାରେ ଲାଗିଥିଲା। ସ୍ଥିତି ଜଟିଳ ହେବାରୁ ଅମ୍ରିତଙ୍କୁ ସ୍ଥାନାନ୍ତର କରିବା ପାଇଁ ଡାକ୍ତରୀ ଦଳ ପରାମର୍ଶ ଦେଇଥିଲେ । ଏୟାରଲିପ୍ଟ କରିବା ପାଇଁ ଚେନ୍ନାଇ ଆପୋଲୋରୁ ଏକ ଡାକ୍ତରୀ ଦଳ ଭୁବନେଶ୍ୱର ଏମ୍ସରେ ପହଁଚିଥିଲେ। ଭୁବନେଶ୍ୱରରୁ ଚେନ୍ନାଇକୁ ସ୍ବତନ୍ତ୍ର ବିମାନ ଯୋଗେ ଅମ୍ରିତଙ୍କୁ ଏୟାରଲିଫ୍ଟ କରାଯାଇଥିଲା। ଆବଶ୍ୟକ ପଡିଲେ ଅମ୍ରିତଙ୍କ ଫୁସଫୁସ ପ୍ରତିରୋପଣ କରାଯାଇପାରେ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍‌ ପାଇଁ...

ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି

କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍‌ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ...

ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ...

ରଥଯାତ୍ରା ପରିଚାଳନା ପାଇଁ ଏସ୍‌ଓପି ପ୍ରସ୍ତୁତ ହେବ

ପୁରୀ ଅଫିସ, ୧୧।୬: କରୋନା ମହାମାରୀ ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ବିନା ଭକ୍ତରେ କରିବା ପାଇଁ...

ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ...

ମଦ ପାଇଁ ଏଏସ୍‌ଆଇ ସସ୍‌ପେଣ୍ଡ

ଭଦ୍ରକ ଅଫିସ, ୨୦।୬: ଜଣେ ଯୁବକଙ୍କୁ ମଦ ମାଗୁଥିବା ନେଇ ଭିଡିଓ ଭାଇରାଲ ପରେ ଭଦ୍ରକ ଟାଉନ ଥାନାର ଏଏସ୍‌ଆଇ ବୀରଭଦ୍ର ବେହେରାଙ୍କୁ ସସ୍‌ପେଣ୍ଡ କରିଛନ୍ତି...

ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୁଅର ଭିଜା ପାଇଁ କ୍ରୀଡ଼ା ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାନିଆ
Next Post Next post:
ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts