E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଜାତୀୟ

ସ୍ବିସ୍‌ ବ୍ୟାଙ୍କ୍‌ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି
11:04 pmJune 17, 2021

ନୂଆଦିଲ୍ଲୀ,୧୭।୬: ସ୍ବିସ୍‌ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ ଫାର୍ମ କମ୍ପାନୀଙ୍କ ଆକାଉଣ୍ଟରେ ଥିବା ଅର୍ଥ ମଧ୍ୟ ସାମିଲ ରହିଛି। ସୁଇଜରଲାଣ୍ଡର ସେଣ୍ଟ୍ରାଲ ବ୍ୟାଙ୍କ୍‌ ପକ୍ଷରୁ ଗୁରୁବାର ପ୍ରକାଶ ପାଇଥିବା ବାର୍ଷିକ ରିପୋର୍ଟରୁ ଏହା ଜଣାପଡ଼ିଛି।

୨୦୧୯ ବର୍ଷ ଶେଷ ସୁଦ୍ଧା ସୁଇସ ବ୍ୟାଙ୍କରେ ଭାରତୀୟଙ୍କ ୬,୬୨୫ କୋଟି ଟଙ୍କାର ଜମାରାଶି ପହଞ୍ଚି ଥିଲା। ତେବେ ୨୦୦୬ରେ ସର୍ବାଧିକ ୬.୫ ବିଲିୟନରେ ପହଞ୍ଚିଥିଲା ଭାରତୀୟଙ୍କ ଜମାରାଶି। ଏହା ପରଠାରୁ ଭାରତୀୟଙ୍କ ଜମାରାଶିର ପରିମାଣରେ ପ୍ରାୟତଃ ହ୍ରାସ ଘଟିଥିଲା। କେବଳ ୨୦୧୧, ୨୦୧୩ ଓ ୨୦୧୭ରେ ଦେଖାଦେଇଥିଲା ଏହି ଧାରାରେ ବ୍ୟତିକ୍ରମ। ଏହା ସୁଇସ ନ୍ୟାଶନାଲ ବ୍ୟାଙ୍କ(ଏସ୍‌ଏନ୍‌ବି)ର ତଥ୍ୟରୁ ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଜାତୀୟ View All

ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...

ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା

ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨...

କେକ୍‌-ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି: ଏନ୍‌ସିବିର ତନାଘନା…

ମୁମ୍ବାଇ,୧୩।୬: ଡ୍ରଗ୍ସ୍‌ ଚୋରା କାରବାରର ପର୍ଦ୍ଦାଫାଶ୍‌ ମୁମ୍ବାଇରେ ହୋଇଛି। ଏନ୍‌ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍‌ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ...

ରାଜସ୍ଥାନ-ପଞ୍ଜାବରେ ରାଜନୈତିକ ସଙ୍କଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡ଼କାଇଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୧।୬: ରାଜସ୍ଥାନ ଓ ପଞ୍ଜାବରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଜୁନ ୨୪ରେ ଏକ ବଡ଼ ବୈଠକ ଡ଼କାଇଛନ୍ତି।...

ପେଣ୍ଡାଲ ଭାଙ୍ଗିଲା ବରଯାତ୍ରୀରେ ଆସିଥିବା ହାତୀ

ପ୍ରୟାଗରାଜ,୧୩।୬: ସୁସଜ୍ଜିତ ହାତୀକୁ ସାଥିରେ ନେଇ ବିବାହ ପାଇଁ ଯାଇଥିଲେ ବର। କିନ୍ତୁ ବାଣ ଓ ଡିଜେ ସାଉଣ୍ଡରୁ ହାତୀ ଉତ୍ତେଜିତ ହୋଇଉଠିଥିଲା। ତା’ ପରେ...

ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍‌ଇ ବୋର୍ଡ ପକ୍ଷରୁ ଆଗତ...

ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ

ଲକ୍ଷ୍ନୌ,୧୬।୬: କରୋନାର ଦ୍ୱିତୀୟ ଲହର ଉତ୍ତରପ୍ରଦେଶରେ ତାଣ୍ଡବ ରଚିଥିବା ବେଳେ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ତେବେ କିଛି ଜିଲାକୁ ଛାଡ଼ିଦେଲେ ଅନ୍ୟ...

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କଲା ଏଚ୍‌ସିଏ ଆପେକ୍ସ କାଉନ୍‌ସିଲ
Next Post Next post:
ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts