E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ବହୁଦେଶୀୟ କମ୍ପାନୀଙ୍କ ଟିକସ ନେଇ ଜି-୭ର ନିଷ୍ପତ୍ତି
11:30 amJune 7, 2021

ନୂଆଦିଲ୍ଲୀ,୭।୬: ଶନିବାର ଜି-୭ ରାଷ୍ଟ୍ର ସମୂହର ପ୍ରତିନିଧି ଓ ଅଧିକାରୀଙ୍କ ମଧ୍ୟରେ ଏକ ବିଶେଷ ବୈଠକ ଲଣ୍ଡନରେ ଅନୁଷ୍ଠିତ ହୋଇଯାଇଛି। ଗୁଗଲ, ଆପଲ୍‌ ଓ ଆମାଜନ ଭଳି ବହୁ ଦେଶୀୟ କମ୍ପାନୀଗୁଡିକ ଉପରେ ଟିକସ ଲାଗୁ କରିବା ଲାଗି ଉକ୍ତ ବୈଠକରେ ଏକ ଐତିହାସିକ ଚୁକ୍ତି ନେଇ ଜି-୭ ରାଷ୍ଟ୍ର ସମୂହ ସହମତି ପ୍ରକାଶ କରିଛନ୍ତି। ଫଳରେ ବହୁ ଦେଶୀୟ କମ୍ପାନୀଗୁଡିକ ଅନ୍ତତଃ ପକ୍ଷେ ୧୫% ଅନ୍ତଃରାଷ୍ଟ୍ରୀୟ କର୍ପୋରେଟ ଟିକସ ଦେବାକୁ ପଡିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଉକ୍ତ ବୈଠକରେ ବ୍ରିଟେନର ଅର୍ଥମନ୍ତ୍ରୀ ଋଷି ସୁନକ ଅଧ୍ୟକ୍ଷତା କରି ବିଭିନ୍ନ ବିଷୟ ଉପରେ ମତାମତ ଲୋଡିଥିଲେ। ଏହାଦ୍ୱାରା ସରକାରୀ ରାଜକୋଷକୁ ଆବଶ୍ୟକ ପରିମାଣର ଟିକସ ଆସିବ। ଫଳରେ ଦେଶଗୁଡିକ ଏହାଦ୍ୱାରା ଲାଭବାନ ହୋଇପାରିବେ ବୋଲି ବୈଠକରେ ଆଲୋଚନା ହୋଇଥିଲା। ଏହି ସର୍ବନିମ୍ନ କର୍ପୋରେଟ ଟିକସକୁ ନେଇ ଆସନ୍ତା ମାସରେ ଏକ ଐତିହାସିକ ରାଜିନାମା ହୋଇପାରେ। ଏହି ନିଷ୍ପତ୍ତି ଫଳରେ ଭାରତ ଲାଭବାନ ହେବ ବୋଲି ବଜାର ବିଶେଷଜ୍ଞମାନେ କହିଛନ୍ତି। ସେମାନଙ୍କ କହିବା କଥା ବହୁଦେଶୀୟ କମ୍ପାନୀଗୁଡ଼ିକ ୧୫% ଟିକସ ପ୍ରଦାନ କଲେ ଦେଶର ବିକାଶ କାର୍ଯ୍ୟରେ ତାହା ବିନଯୋଗ ହୋଇପାରିବ।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...

ଜନମଙ୍ଗଳକାରୀ ଯୋଜନା ଲାଗି ଅର୍ଥ ସଞ୍ଚୟ କରୁଛୁ

ନୂଆଦିଲ୍ଲୀ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବୃଦ୍ଧି ହୋଇ ରେକର୍ଡ ସ୍ତରରେ ରହିଛି। ତେଲ ଉପରେ ଉଚ୍ଚ ଟିକସକୁ ନେଇ ବିରୋଧୀ ଦଳଗୁଡିକ କେନ୍ଦ୍ର...

ଜୁଲାଇରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ: ଆର୍‌ବିଆଇ ପକ୍ଷରୁ ବ୍ୟାଙ୍କ ଛୁଟି ତାଲିକା ଜାରି କରାଯାଇଛି। ଜୁଲାଇରେ ୯ ଦିନ ବ୍ୟାଙ୍କ ଛୁଟି ରହିବ। ତେବେ ଏହି ଛୁଟିଦିନ ବିଭିନ୍ନ ସ୍ଥାନରେ...

ମେ’ରେ ବ୍ୟବହାର ହୋଇଛି ୧୭% ଟିକା

ନୂଆଦିଲ୍ଲୀ,୧୩।୬: ସାରା ଦେଶ କୋଭିଡ୍‌ ମହାମାରୀ ଭୟରେ ଦିନ କାଟୁଛନ୍ତି। କୋଭିଡ୍‌ ଟିକା ନେବା ଦ୍ୱାରା ମହାମାରୀରୁ କିଛି ମାତ୍ରାରେ ସୁରକ୍ଷିତ ରହିପାରିବା ବୋଲି କୁହାଯାଇଛି।...

ମଲ୍‌ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ଏସ୍‌ସିଏଆଇ

ଭୁବନେଶ୍ୱର: କରୋନା ମହାମାରୀରେ ନିୟନ୍ତ୍ରଣ ଓ ସୁରକ୍ଷିତ ଭାବେ ମଲ୍‌ଗୁଡ଼ିକୁ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପ୍ରଦାନ ପାଇଁ ଶପିଂ ସେଣ୍ଟର ଆସୋସିଏଶନ ଅଫ୍‌ ଇଣ୍ଡିଆ...

ଭାରତୀୟ କର୍ତ୍ତୃପକ୍ଷଙ୍କୁ ଚୋକ୍‌ସୀଙ୍କ ଖୋଲା ଆମନ୍ତ୍ରଣ

ନୂଆଦିଲ୍ଲୀ,୬।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସୀ ଭାରତୀୟ କର୍ତ୍ତୃପକ୍ଷଙ୍କୁ ଖୋଲା ଆମନ୍ତ୍ରଣ କରିଛନ୍ତି। ଯାହା ପଚାରିବାର ଅଛି ଆସି ପଚାରିପାରିବ ବୋଲି ଚୋକ୍‌ସୀ କହିଛନ୍ତି।...

ସୁଇସ ବ୍ୟାଙ୍କରୁ ତଥ୍ୟ ମଗାଗଲା

ନୂଆଦିଲ୍ଲୀ: ସୁଇସ୍‌ ବ୍ୟାଙ୍କରେ ଭାରତୀୟଙ୍କ ଜମା ବଢିଥିବା ଏକ ରିପୋର୍ଟ ନିକଟରେ ଆସିଥିଲା। ଭାରତୀୟଙ୍କ କଳାଧନ ବଢିଥିବା ଏହି ରିପୋର୍ଟକୁ ଆଧାର କରି ସାରା ଦେଶରେ...

ଏମ୍‌ଏସ୍‌ଏମ୍‌ଇକୁ କଞ୍ଚାମାଲ ଚିନ୍ତା

ନୂଆଦିଲ୍ଲୀ: ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକ ବର୍ତ୍ତମାନ କଞ୍ଚାମାଲ ମୂଲ୍ୟ ବୃଦ୍ଧି ଯୋଗୁ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଅଲ ଇଣ୍ଡିଆ କାଉନସିଲ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଫ୍‌ପିଆଇଙ୍କ ନିବେଶ ୮ ହଜାର କୋଟି
Next Post Next post:
ପ୍ରଭାବିତ ହେବନି କୃଷି କ୍ଷେତ୍ର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts