E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଜି ୭ର ଗ୍ଲୋବାଲ୍‌ ଇନ୍‌ଫ୍ରା ପ୍ଲାନ୍‌
9:38 amJune 13, 2021

କାର୍ବିିସ ବେ (ବ୍ରିଟେନ), ୧୩।୬: ଚାଇନାର ବେଲ୍ଟ ଆଣ୍ଡ ରୋଡ୍‌ ଭିତ୍ତିଭୂମି ପ୍ରକଳ୍ପକୁ ଜି୭ ରାଷ୍ଟ୍ରଗୋଷ୍ଠୀ ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏଠାରେ ଅନୁଷ୍ଠିତ ଜି୭ ରାଷ୍ଟ୍ରମୁଖ୍ୟମାନଙ୍କ ବୈଠକରେଗ୍ଲୋବାଲ୍‌ ଇନ୍‌ଫ୍ରା ପ୍ଲାନ୍‌ (ବିଶ୍ୱ ଭିତ୍ତିଭୂମି ଯୋଜନା) ଗୃହୀତ ହୋଇଛି। ଏହି ଯୋଜନା ଅନୁଯାୟୀ ଗରିବ ରାଷ୍ଟ୍ରଗୁଡ଼ିକରେ ଉଚ୍ଚ ମାନର ଭିତ୍ତିଭୂମି ବିକାଶ ଲାଗି ସହାୟତା ଯୋଗାଇ ଦିଆଯିବ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଅନ୍ୟ ନେତାମାନେ ବେଜିଂର ରଣକୌଶଳ ପ୍ରତିଯୋଗିତାର ମୁକାବିଲା ଲାଗି ଆଲୋଚନା କରିଥିଲେ। ଏଥିରେ ଆମେରିକାର ବିଲ୍ଡ ବ୍ୟାକ୍‌ ବେଟର ଓ୍ବାଲର୍‌ଡ (ବି୩ଡବ୍ଲ୍ୟୁ) ପ୍ରୋଜେକ୍ଟକୁ ଗ୍ରହଣ କରାଯାଇଥିଲା। ନିମ୍ନ ଓ ମଧ୍ୟମ ଆୟକାରୀ ଦେଶଗୁଡ଼ିକୁ ଭିତ୍ତିଭୂମି ବିକାଶରେ ସହାୟତା କରିବା ଏହାର ଉଦ୍ଦେଶ୍ୟ ବୋଲି ହ୍ବାଇଟ ହାଉସ୍‌ ପକ୍ଷରୁ କୁହାଯାଇଛି।
ଚାଇନାର ଅର୍ଥନୀତି ଓ ରାଜନୈତିକ ପ୍ରଭାବ ବଢ଼ାଇବା ପାଇଁ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ୨୦୧୩ରେ ବେଲ୍ଡ ଆଣ୍ଡ ରୋଡ୍‌ ପ୍ରୋଜେକ୍ଟ ଆରମ୍ଭ କରିଥିଲେ। ଏହି ପ୍ରକଳ୍ପ ନାମରେ ଛୋଟ ଦେଶଗୁଡ଼ିକୁ ଚାଇନା ପ୍ରଚୁର ପରିମାଣରେ ଋଣ ଦେଇଛି। ସେମାନେ ଚାଇନା ଋଣ ଜନ୍ତାରୁ ମୁକୁଳିବା ସହଜ ନୁହେଁ। ଏଥିପାଇଁ ବେଜିଂକୁ ସମାଲୋଚନା କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା...

ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ

ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍‌ରେ...

ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା

ୱାଶିଂଟନ,୨୬ା୬: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସହରରେ ୧୨ ମହଲା ବିଶିଷ୍ଟ ଏକ ୪୦ ବର୍ଷ ପରୁଣା କୋଠା ଭୁଶୁଡ଼ିପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ...

ଲ୍ୟାବ୍‌ରେ ତିଆରି ହେଲା ମା’ କ୍ଷୀର …

ଓ୍ବାଶିଂଟନ,୨।୬: ଶିଶୁ ଜନ୍ମ ପରେ ମା’ କ୍ଷୀର ପିଇବା ଦ୍ୱାରା ଶାରୀରିକ ସହିତ ମାନସିକ ବିକାଶ ହୋଇଥାଏ। ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ...

ଆୟକର ଫାଙ୍କିଛନ୍ତି ବେଜୋସ୍‌, ମସ୍କ

ଓ୍ବାଶିଂଟନ,୧୦ା୬ : ବିଶ୍ୱର ଆର୍ଥିକ ଢାଞ୍ଚା ଏପରି ହୋଇଯାଇଛି ଯେ, ପ୍ରତିବର୍ଷ ଗରିବ ଓ ଧନୀଙ୍କ ମଧ୍ୟରେ ବ୍ୟବଧାନ ବଢ଼ିବାରେ ଲାଗିଛି। ଏହା ଦୀର୍ଘ ବର୍ଷ...

ଗଣତନ୍ତ୍ର ସପକ୍ଷରେ ମ୍ୟାନ୍‌ମାର ସୈନ୍ୟ

ନାପିତାଉ, ୧୩ା୬(ଆଇଏଏନ୍‌ଏସ୍‌): ମ୍ୟାନ୍‌ମାରରେ ଗଣତନ୍ତ୍ର ଫେରାଇ ଆଣିବାକୁ ସେନା ଶାସନ ବିରୋଧରେ ଫେବୃୟାରୀ ୧ରୁ ଲୋକେ ଆନ୍ଦୋଳନ ଜାରି ରଖିଥିବାବେଳେ ଏବେ ଧୀରେ ଧୀରେ ଏଥିରେ...

ଜି ୭କୁ ଚାଇନାର ଉପହାସ

କାର୍ବିସ୍‌ ବେ (ଇଂଲଣ୍ଡ), ୧୪।୬: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ କୋଣଠେସା କରିବା ପାଇଁ ୭ ଧନୀ ରାଷ୍ଟ୍ର ବ୍ରିଟେନ୍‌ରେ ରଣନୀତି ପ୍ରସ୍ତୁତ କରୁଥିବାବେଳେ ସେମାନଙ୍କୁ...

ବନ୍ୟାରେ ଭାସିଗଲା କାର୍‌, ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁଲେ ମହିଳା, ଆଉ ତା’ ପରେ…

ଆମେରିକାର ଟେକ୍ସାସରେ ହୋଇଥିବା ବନ୍ୟା ପାଣିରେ ଏକ କାର୍‌ ଭାସିଗଲା। ଜଣେ ମହିଳା ଏହି କାର୍‌କୁ ପାଣିରୁ ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡ଼ିଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା
Next Post Next post:
ଗଣତନ୍ତ୍ର ସପକ୍ଷରେ ମ୍ୟାନ୍‌ମାର ସୈନ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts