E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଗାନ୍ଧୀ ଡକ୍ୟୁମେଣ୍ଟାରି ପୁରସ୍କୃତ
9:52 amJune 21, 2021

ମହାତ୍ମା ଗାନ୍ଧୀଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରି ‘ଅହିଂସା ଗାନ୍ଧୀ: ଦି ପାଓ୍ବାର ଅଫ୍‌ ଦି ପାଓ୍ବାର ଲେସ୍‌’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲରେ ସର୍ବଶ୍ରେଷ୍ଠ ଡକ୍ୟୁମେଣ୍ଟାରି ଫିଚର ପୁରସ୍କାର ହାସଲ କରିଛି। ଅନ୍ତର୍ଜାତୀୟସ୍ତରର ଖ୍ୟାତନାମା ଦକ୍ଷିଣ ଆଫ୍ରିକୀୟ ଫିଲ୍ମ ନିର୍ମାତା ଅନନ୍ତ ସିଂଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ରମେଶ ଶର୍ମାଙ୍କ ଲିଖିତ ଏବଂ ନିର୍ଦ୍ଦେଶିତ ଏହି ଫିଲ୍କ ସିଂଙ୍କ ଭିଡିଓ ଭିଜନ କମ୍ପାନୀ ଦ୍ୱାରା ୨୦୧୯ରେ ଗାନ୍ଧିଜୀଙ୍କ ୧୫୦ ତମ ଜନ୍ମ ଦିବସ ସ୍ମୃତିରେ ନିର୍ମିତ ହୋଇଥିଲା। ଗାନ୍ଧିଜୀ ବିଶ୍ୱସ୍ତରୀୟ ଆଦର୍ଶ ହୋଇଥିଲେ ହେଁ ଦକ୍ଷିଣ ଆଫ୍ରିକା ସହ ତାଙ୍କର ବିଶେଷ ସମ୍ପର୍କ ରହିଥିଲା ବୋଲି ସିଂ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ହନିମୁନ୍‌ରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଏମିତି କରିବାକୁ କହିଥିଲେ ସ୍ବାମୀ

୯୦ ଦଶକରେ କପୁର ପରିବାରର ଝିଅ କରିସ୍ମା କପୁର ଶ୍ରେଷ୍ଠ ଅଭିନେତ୍ରୀ ଆଖ୍ୟା ପାଇଥିଲେ। ଯେପର୍ଯ୍ୟନ୍ତ ସେ ବଲିଉଡରେ ଥିଲେ, ପରଦାରେ ପ୍ରାଧାନ୍ୟ ବିସ୍ତାର କରିଥିଲେ।...

ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ

ମୁମ୍ବାଇ,୧୮।୬: ଟେଲି ସିରିୟଲ୍‌ର ପପୁଲାର ଶୋ’କ୍ରାଇମ୍‌ ପେଟ୍ରୋଲ ଓ ସାବ୍‌ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...

ଫିଲ୍ମର ଉଲଗ୍ନ ଦୃଶ୍ୟ ଯୋଗୁ ରାତି ସାରା କାନ୍ଦୁଥିଲେ ଏହି ଅଭିନେତ୍ରୀ, ଶୁଟିଂ ବେଳେ କେବଳ ରହୁଥିଲେ ନିର୍ଦ୍ଦେଶକ

ବମ୍ବେ: ଅଭିନେତ୍ରୀ ସୀମା ବିଶ୍ୱାସ ବଣ୍ଡିତ୍‌ କୁଇନ୍‌ ନାମରେ ଖ୍ୟାତ। ଫୁଲନ ଦେବୀଙ୍କ ବାସ୍ତବ ଜୀବନ ଉପରେ ଆଧାରିତ ଫିଲ୍ମରେ ସେ ନଜର ଆସିଥିଲେ। ଫିଲ୍ମରେ...

ଆଉନାହାନ୍ତି ମାରୁତିରାଓ କାଲେ

‘ସୌଦାଗର’ ‘ଡିସ୍କୋ ଡ୍ୟାନ୍ସର’ ଭଳି ସୁପର୍‌ହିଟ୍‌ ଚଳଚ୍ଚିତ୍ରର ନିର୍ଦ୍ଦେଶକ ମାରୁତିରାଓ କାଲେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ...

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...

ରାତିଅଧରେ କରନ୍‌ ଜୋହରଙ୍କ ରୁମ୍‌କୁ ଯାଇଥିଲେ ଫରାହ ଖାନ୍‌; ବିବାହ ପାଇଁ କରିଥିଲେ ପ୍ରପୋଜ; ହେଲେ…

ବମ୍ବେ: ବଲିଉଡ୍‌ର ଖ୍ୟାତନାମା କୋରିଓଗ୍ରାଫରଙ୍କ ମଧ୍ୟରୁ ଫରାହ ଖାନ୍‌ ଅନ୍ୟତମ। ଏବେ ଯାଏ ସେ ଶହେରୁ ଅଧିକ ଗୀତରେ କୋରିଓଗ୍ରାଫ କରିସାରିଛନ୍ତି। ଏହାଛଡ଼ା ଏକାଧିକ ଫିଲ୍ମରେ...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...

ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…

ବମ୍ବେ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ନାୟକଙ୍କ ମଧ୍ୟରୁ ହ୍ରିତିକ୍‌ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ୍‌ କ୍ରୁଜ୍‌’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ
Next Post Next post:
ଅଯୋଧ୍ୟା ଜମି ଦୁର୍ନୀତିର ତଦନ୍ତ ହେଉ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts